ବାଇକ୍‌କୁ ଧକ୍କା ଦେଲା ‘ଆମ ବସ’: ଦୁର୍ଘଟଣା ପରେ ୩ଟି ବସ୍‌କୁ ଭାଙ୍ଗିଦେଲେ ଲୋକେ, ପ୍ରାଣ ବିକଳରେ ଦୌଡିଲେ…

ଭୁବନେଶ୍ବର,୨୩।୧: ଜନପଥରେ ବାଇକ୍‌କୁ ଧକ୍କା ଦେଲା ଆମ ବସ। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକମାନେ ‘ଆମ ବସ’କୁ ଭଙ୍ଗାରୁଜା କରିଛନ୍ତି। ୩ଟା ‘ଆମ ବସ’କୁ ଭାଙ୍ଗିଦେଇଥିବା ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ‘ଆମ ବସ’ ସହ ଆଉ ୨ଟି ଆମ ବସ ଭାଙ୍ଗିଦେଲେ ଲୋକେ। ପ୍ରାଣ ବିକଳରେ ‘ଆମ ବସ’ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ପଳାଇଛନ୍ତି। ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସ ମୃଦୁ ଲାଠିଚାଳନା କରିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

୩୫ ବର୍ଷ ପରେ ଦେଶରେ ନୂଆ ସାପ ପ୍ରଜାତି ଚିହ୍ନଟ : ସାମ୍ନାକୁ ଆସିଲା ରହସ୍ୟମୟ ଦୋମୁହାଁ ସାପ

ଥର୍‌ ମରୁଭୂମି ବିକାନେରର ଜୋଡ଼ବୀଡ଼ କଞ୍ଜରଭେସନ ରିଜର୍ଭରେ ମିଳିଥିବା ଏକ ବିରଳ ସାପର ଚିହ୍ନଟ ‘ସିସ୍ତାନ ସ୍ୟାଣ୍ଡ ବୋଆ’ (Eryx sistanensis) ଭାବରେ କରାଯାଇଛି। ବୈଜ୍ଞାନିକମାନଙ୍କ ଅନୁଯାୟୀ,…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri