ଭଡ଼ାରେ ପିକନିକ୍ ଗଲା ଆମ ବସ୍, ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ବର,୪।୧: ରାଜଧାନୀ ଛାତି ଉପରେ ଆମ ବସ୍ ଦୁଇ ଦୁଇ ଥର ଦୁର୍ଘଟଣା ଘଟାଇବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ବର ସହ ନେଇ ପରିବହନ ବିଭାଗକୁ କଡ଼ାକଡ଼ି ଯାଞ୍ଚ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏହାପରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆମ ବସ୍ ଡ୍ରାଇଭରଙ୍କ ସହିତ ଗାଡ଼ିର ଫିଟନେସ ମଧ୍ୟ ଯାଞ୍ଚ କରାଯାଉଛି । ଏହାରି ଭିତରେ ଆଜି ଆମ ବସର ଏକ ଭିଡିଓ ଭାଇରାଲ ହେଉଛି । ଭଡ଼ାରେ ଆମ ବସ୍ ପିକନିକ ଯାଉଥିବା ଦେଖାଯାଇଛିି ।

ତେବେ ଗ୍ରୀନ ବସ୍ ପଛପଟେ ପିକ୍ନିକ ପାର୍ଟି ଅଫ ଜେନେରାଲ ଆକାଉଣ୍ଟାଣ୍ଟ ଓଡ଼ିଶା ଭୁବନେଶ୍ବର ଲେଖା ହୋଇଥିବା ଦେଖାଯାଇଛି । ତେବେ ବସଟି କେଉଁଠାରୁ କେଉଁଠାକୁ ଯାଉଛି ତାହା ସ୍ପଷ୍ଟ ହୋଇପାରି ନାହିଁ । ତେବେ ବର୍ତ୍ତମାନ ଆମ ବସର ଏହି ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ ବିଜୟ

ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର…

ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ

ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା…

କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ…

ହେଟମେୟର, ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେ ଆଗରେ ୨୫୫ ରନ୍‌ର ବିଶାଳ ଟାର୍ଗେଟ୍‌

ମୁମ୍ବାଇ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାଓ୍ବେ ଓ ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ…

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri