୯ ବର୍ଷ ପରେ ଅଲଗା ହେଲେ ଏହି ଲୋକପ୍ରିୟ ଯୋଡ଼ି; ଜାଣନ୍ତୁ କାହାକୁ ମିଳିଲା ଝିଅଙ୍କ କଷ୍ଟଡି

ବମ୍ବେ: ପ୍ରଥମେ ପ୍ରେମ, ପରେ ବିବାହ, ଆଉ ଏବେ ବିଚ୍ଛେଦ ନେଇ ଖବର। ଏଭଳି କିଛିକୁ ନେଇ ଚର୍ଚ୍ଚାରେ ଟେଲିଭିଜନଜଗତର ଲୋକପ୍ରିୟ ଯୋଡ଼ି ସଞ୍ଜିଦା ଶେଖ ଏବଂ ଆମିର ଅଲି। ଏକ ସମୟରେ ଦର୍ଶକଙ୍କ ଭଲପାଇବା ପାଉଥିବା ଏହି ଯୋଡ଼ି ଏବେ ଅଲଗା ହୋଇଯାଇଛନ୍ତି। କେବଳ ସେତିକି ନୁହେଁ ଝିଅ ଆୟରାଙ୍କ କଷ୍ଟଡି ସଞ୍ଜିଦାଙ୍କୁ ମିଳିଥିବା କୁହାଯାଉଛି।

କିଛି ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ଆମିର-ସଞ୍ଜିଦା ୨୦୧୨ରେ ବିବାହ କରିଥିଲେ। ସେମାନଙ୍କ ମଧ୍ୟରେ ସବୁକିଛି ଠିକ୍‌ ଚାଲିଥିଲା। ୨୦୧୯ରେ ଉଭୟ ସରୋଗେସୀ ଜରିଆରେ ସନ୍ତାନ ପ୍ରାପ୍ତି କରିଥିଲେ। ହେଲେ ୨୦୨୦ରୁ ଦୁଇ ଟେଲି ତାରକାଙ୍କ ମଧ୍ୟରେ ସବୁ ଠିକ୍‌ ଚାଲି ନ ଥିବା ଖବର ଶୁଣିବାକୁ ମିଳୁଥିଲା। ୯ ମାସ ପୂର୍ବେ ସେମାନେ ଅଲଗା ହୋଇଛନ୍ତି। ଏବେ ସଞ୍ଜିଦା ଝିଅଙ୍କ ଦେଖାଶୁଣା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri