ରାଜା ହିନ୍ଦୁସ୍ତାନୀ’ରେ ଛୋଟ କରାଯାଇଥିଲା ଆମିର-କରିସ୍ମାଙ୍କ ଚୁମ୍ବନ ଦୃଶ୍ୟ

ବମ୍ବେ: ଆମିର ଖାନ୍‌ଙ୍କ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’କୁ ପୁରିଛି ପଚିଶ ବର୍ଷ। ୧୯୯୬ ମସିହା ନଭେମ୍ବର ୬ ତାରିଖରେ ରିଲିଜ ହୋଇଥିଲା ଏହି ଫିଲ୍ମ। ସେତେବେଳେ ଏହା ବକ୍ସ ଅଫିସରେ ହିଟ୍‌ ହେବା ସହ ଏକାଧିକ ରେକର୍ଡ କରିଥିଲା। ବିଶେଷକରି ଆମିର ଏବଂ ନାୟିକା କରିଶ୍ମାଙ୍କ ମଧ୍ୟର ଚୁମ୍ବନ ଦୃଶ୍ୟ ଚର୍ଚ୍ଚାରେ ରହିଥିଲା। ଫିଲ୍ମ ସହ ଜଡ଼ିତ କିଛି ଘଟଣାବଳୀ ଉପରୁ ନିର୍ଦ୍ଦେଶକ ଧର୍ମେଶ ପରଦା ଉଠାଇଥିଲେ।

ଏକ ସାକ୍ଷାତକାରରେ ଧର୍ମେଶ କହିଥିଲେ, ରାଜା ହିନ୍ଦୁସ୍ତାନୀରେ ଥିବା କିସିଂ ସିନ୍‌ଟି ଏଯାବତ ଫିଲ୍ମରେ ଦେଖାଯାଇଥିବା ଚୁମ୍ବନ ଦୃଶ୍ୟଠାରୁ ଯଥେଷ୍ଟ ଲମ୍ବା। ପ୍ରଯୋଜକଙ୍କ ମତାମତ ପରେ ଏହି ଦୃଶ୍ୟକୁ ଶୁଟିଂ କରାଯାଇଥିଲେ ହେଁ ସେନ୍‌ସର ବୋର୍ଡ ଏହି ସିନ୍‌କୁ କାଟିପାରେ ବୋଲି ନିର୍ମାତା ଭାବୁଥିଲେ। ହେଲେ ବୋର୍ଡ ଏହାକୁ ‘ୟୁ’ ସର୍ଟିଫିକେଟ୍‌ ସହ ପାସ୍‌ କରିଥିଲା। ଚୁମ୍ବନ ସମୟ ଲମ୍ବା ଥିଲେ ହେଁ ଏହାକୁ କାଟି ଛୋଟ କରିଦିଆଯାଇଥିଲା। ଗୋଟିଏ ଥରରେ ଏହା ଶୁଟିଂ ହୋଥିଲା।

ପ୍ରଥମେ ଫିଲ୍ମଟି ଐଶ୍ୱର୍ଯ୍ୟାଙ୍କୁ ଅଫର ହୋଇଥିଲା। ହେଲେ ସେ ଏହାକୁ କରିବାକୁ ମନା କରିଦେଇଥିଲେ। ପରେ କରିସ୍ମା ଏହାକୁ କରିବାକୁ ହାମି ଭରିଥିଲେ। ଫିଲ୍ମପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri