ଆଗ ଅଢ଼େଇ ଘଣ୍ଟାର ଫିଲ୍ମ ଦେଖନ୍ତୁ, ତା’ ପରେ ମନ୍ତବ୍ୟ ଦିଅନ୍ତୁ: ଆମିର୍‌

ବମ୍ବେ: ରିଲିଜ ନ ହେଉଣୁ ବିବାଦରେ ଆମିର ଖାଁଙ୍କ ଫିଲ୍ମ ‘ଲାଲ ସିଂ ଚଡ୍ଢା’। କିଛି ଫିଲ୍ମକୁ ବୟକଟ କରିବାକୁ ଦାବି କରୁଥିବା ବେଳେ କିଛି ତାଙ୍କ ଅଭିନୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଯେଉଁମାନଙ୍କ ମଧ୍ୟରୁ ପଞ୍ଜାବୀ ଅଭିନେତ୍ରୀ ସରଗୁନ୍‌ ମେହତା ଅନ୍ୟତମ। ଆମିର ଫିଲ୍ମରେ କହିଥିବା ପଞ୍ଜାବୀ ଭାଷା ସରଗୁନ୍‌ଙ୍କୁ ପସନ୍ଦ ଆସି ନ ଥିଲା। ଅଭିନେତା ଆଉ ଭଲ ଭାବେ ଭାଷାକୁ କହିପାରିଥାନ୍ତେ ବୋଲି ଅଭିନେତ୍ରୀ କହିଥିଲେ। ଏବେ ଏହାର ଜବାବ ରଖିଛନ୍ତି ଆମିର।

ଗଣମାଧ୍ୟମ ସହ କଥାବାର୍ତ୍ତାରେ ଆମିର କହିଛନ୍ତି, ସରଗୁନ୍‌ ଏବଂ ଅନ୍ୟମାନେ ଫିଲ୍ମର ଟ୍ରେଲର ଦେଖିକରି ଏଭଳି ଧାରଣା କରିନେଇଛନ୍ତି। ହେଲେ ଟ୍ରେଲର ୨ ମିନିଟର ଥାଏ। ଆମ ଫିଲ୍ମ ୨.୩୦ ଘଣ୍ଟାର। ଭଲ ହେବ ଫିଲ୍ମକୁ ପୁରା ଦେଖିବା ପରେ ଏହା ଉପରେ କୌଣସି ପ୍ରକାରର ମତ ଦେବେ। ଯଦି ମୁଁ ପଞ୍ଜାବୀ କହିବି ଲୋକେ ବୁଝିପାରିବେ ନାହିଁ। କେବଳ ଆପଣ ବୁଝିପାରିବେ। ତେବେ ଫିଲ୍ମ ଥରେ ଦେଖନ୍ତୁ। ଆଶା କରୁଛି ନିରାଶ ହେବେ ନାହିଁ ବୋଲି ସେ କହିଛନ୍ତି।

ତେବେ ଆମିରଙ୍କ ଏହି ଫିଲ୍ମ ଅଗଷ୍ଟ ୧୧ରେ ରିଲିଜ ହେବାକୁ ଯାଉଛି। ହେଲେ ଏହା ପୂର୍ବରୁ ବିବାଦ ବଢ଼ିବାରେ ଲାଗିଥିବାରୁ ଫିଲ୍ମ ଦେଖିବାକୁ ଲୋକେ ଯାଉଛନ୍ତି ନା ଏହା ଫ୍ଲପ ହେଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ...

ବିଦେଶି ବୟଫ୍ରେଣ୍ଡଙ୍କୁ ବିବାହ କଲେ ତାପସି? ଅନୁରାଗ କାଶ୍ୟପ ଅତିଥି!

ମୁମ୍ବାଇ: ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ...

୫୧ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ

ଓ୍ବାଶିଂଟନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ୟାମେରନ ଡିଆଜଙ୍କ ଘରେ ପୁଣିଥରେ ଖୁସିର ମୁହୂର୍ତ୍ତ ଆସିଛି। ଅଭିନେତ୍ରୀଙ୍କ ଘରେ କୁଆଁ କୁଆଁ ଡାକ ଶୁଭିଛି। ହଁ, କାମେରନ...

ହୋଲି ପୂର୍ବରୁ ‘ମମ ଟୁ ବି’ ୟାମି ଗୌତମ ପାଳିଲେ ରଙ୍ଗର ପର୍ବ

ମୁମ୍ବାଇ: ଚଳିତ ବର୍ଷ ରଙ୍ଗର ପର୍ବ ହୋଲି ୨୫ ମାର୍ଚ୍ଚକୁ ଅଧିକାଂଶ ସ୍ଥାନରେ ପାଳନ କରାଯାଉଛି। ଏହାକୁ ନେଇ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବଲିଉଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri