ପୂର୍ବତନ ସ୍ତ୍ରୀଙ୍କୁ ଚୁମ୍ବନ ଦେଲେ ଅମିର ଖାନ୍‌

ଅଭିନେତା ଅମିର ଖାନଙ୍କ ଝିଅ ଇରା ନୁପୁର ଶିଖରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଉଭୟଙ୍କ କୋର୍ଟରେ ବିବାହ ହୋଇଛି। ସୋସିଆଲ ମିଡିଆରେ ଇରା ଏବଂ ନୁପୁରଙ୍କ ବିବାହ ଫଟୋ ଭାଇରାଲ ହେଉଛି। ଝିଅ ଇରାଙ୍କ ବିବାହରେ ଅମିରଙ୍କୁ  ମଜାଦାର ଶୈଳୀରେ ଦେଖିବାକୁ ମିଳିଥିଲା। ସେ ସମସ୍ତଙ୍କ ସହ ନାଚି ଥିଲେ। ସୋସିଆଲ ମିଡିଆରେ ଅମିରଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ ହେଉଛି। ଅମିରଙ୍କର ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ତାଙ୍କ ପୂର୍ବତନ ସ୍ତ୍ରୀ କିରଣ ରାଓଙ୍କୁ ଚୁମ୍ବନ ଦେଉଥିବାର ନଜର ଆସିଛନ୍ତି। କିରଣ ଏବଂ ଅମିରଙ୍କ ଭିଡିଓ ଦେଖି ତାଙ୍କୁ ଟ୍ରୋଲ କରାଯାଉଛି।
ଇରା ଏବଂ ନୁପୁରଙ୍କ ବିବାହରେ ପୁରା ଖାନ ପରିବାର ଏକାଠି ନଜର ଆସିଥିଲେ। ଅମିରଙ୍କ ସହ ତାଙ୍କର ପୂର୍ବତନ ସ୍ତ୍ରୀ କିରଣ ରାଓ ଏବଂ ପ୍ରଥମ ସ୍ତ୍ରୀ ରୀନା ଦତ୍ତ ମଧ୍ୟ ବହୁତ ଖୁସି ଦେଖାଯାଉଥିଲେ। ଅମିରଙ୍କ ପୁରା ପରିବାର ସହିତ ଫଟୋ କ୍ଲିକ କରିବାକୁ ଆସିଥିଲେ, ଏହି ସମୟରେ ସେ କିରଣଙ୍କୁ ଚୁମ୍ବନ ଦେଇଥିଲେ।
ଜାନୁଆରୀ ୩ରେ ମୁମ୍ବାଇରେ ଇରା ଖାନ ଏବଂ ନୁପୁର ଶିଖରେ ବିବାହ କରିଥିଲେ। ବର୍ତ୍ତମାନ ଏହି ଦମ୍ପତି ଖୁବ ଶୀଘ୍ର ଉଦୟପୁରରେ ଗନ୍ତବ୍ୟ ସ୍ଥଳକୁ ଯିବେ। ମହାରାଷ୍ଟ୍ରର ରୀତିନୀତି ଅନୁଯାୟୀ ଇରା ଏବଂ ନୁପୁର ଜାନୁଆରୀ ୮ରେ ବିବାହ କରିବେ। ପରିବାର ଏବଂ କିଛି ବିଶେଷ ବନ୍ଧୁ ଏହି ବିବାହ ଉତ୍ସବରେ ଯୋଗଦେବେ। ମୁମ୍ବାଇରେ ବଲିଉଡ ସେଲିବ୍ରିଟିମାନଙ୍କ ପାଇଁ ଏକ ରିସେପ୍ସନ ଆୟୋଜନ କରାଯିବ।

 

View this post on Instagram

 

A post shared by Instant Bollywood (@instantbollywood)


Enter your email to get our daily news in your inbox.

All Right Reserved By Dharitri.Com

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ,୧୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ କଥା କହିଲେ ସଞ୍ଜୁ ସାମସନ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ‘ପ୍ଲେଇଙ୍ଗ ଇଲେଭେନ’ (ଖେଳାଳି ଦଳ)ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ମିଳିନାହିଁ। ଅନ୍ୟପକ୍ଷରେ, ପୂର୍ବ ସିରିଜରୁ…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?