ତୃତୀୟ ଥର ବିବାହ କରିବାକୁ ସଜ ହେଲେଣି ଆମିର ଖାନ୍‌ ! କିଛି ଏଭଳି ହେଉଛି ଚର୍ଚ୍ଚା..

ବମ୍ବେ: କିରଣଙ୍କୁ ଛାଡ଼ପତ୍ର ଦେବା ପରେ ଏବେ ତୃତୀୟ ବିବାହ କରିବାକୁ ଯାଉଛନ୍ତି ଅଭିନେତା ଆମିର ଖାନ୍‌। ଏପରି କିଛି ଚର୍ଚ୍ଚା ଏବେ ବଲିଉଡ୍‌ ଗଳିକନ୍ଦିରେ ହେବାକୁ ଲାଗିଛି। ନିଜର ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଡ୍ଢା’ର ରିଲିଜ ପରେ ବିବାହ କରିବାକୁ ନେଇ ଘୋଷଣା କରିପାରନ୍ତି। ଫିଲ୍ମରୁ କାହା ଧ୍ୟାନ ହଟୁ ସେ ଚାହୁଁ ନାହାନ୍ତି। ବିବାଦ ଉପୁଜିବା ଭୟରେ ସେ ଚୁପ୍‌ ରହିଛନ୍ତି। ଏପରିକି ଆମିର ଗତ ଫିଲ୍ମର କୌଣସି ନାୟିକାଙ୍କୁ ବିବାହ କରିପାରନ୍ତି ବୋଲି କୁହାଯାଉଛି।

ନିକଟରେ ଆମିର କିରଣଙ୍କ ଠାରୁ ଛାଡ଼ପତ୍ର ନେଉଥିବା କହି ସମସ୍ତଙ୍କୁ ଚମକାଇ ଥିଲେ। ପୂର୍ବରୁ ସେ ପ୍ରଥମ ସ୍ତ୍ରୀ ରିନା ଦତ୍ତାଙ୍କଠାରୁ ଅଲଗା ହୋଇଥିଲେ। ଉଭୟଙ୍କ ଦୁଇଟି ସନ୍ତାନ ଇରା ଏବଂ ଜୁନୈଦ ରହିଛି। ପରେ କିରଣଙ୍କୁ ବିବାହରୁ ଆମିରଙ୍କ ଏକ ପୁଅ ରହିଛି। ଏବେ ସେ ତୃତୀୟ ବିବାହ କରିବାକୁ ଯାଉଥିବା ଖବରକୁ ନେଇ ସୋସିଆଲ ମିଡିଆରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଆଗାମୀ ଦିନରେ ଏହା କେତେ ସତ କେତେ ମିଛ ତାହା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?