ଟେବୁଲ ଟେନିସ ଖେଳିଲେ ଆମିର

ମୁମ୍ବାଇ: ବଲିଉଡ୍‌ ମିଷ୍ଟର ପରଫେକ୍ଟନିଷ୍ଟ ଆମିର ଖାଁ ନିକଟରେ କିରନ ରାଓଙ୍କ ସହ ବିବାହ ବିଚ୍ଛେଦ ଖବରକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏହି ଖବର ପରେ ସୋସିଆଲ ମିଡିଆରେ ଦୁହିଁଙ୍କ ଅନେକ ଫଟୋ ଓ ଭିଡିଓ ସାମ୍ନାକୁ ଆସିଥିଲା। ଯେଉଁଥିରେ ଦୁଇଜଣଙ୍କୁ ସାଙ୍ଗରେ ଦେଖିବାକୁ ମିଳିଥିଲା। ତେବେ ପର୍ସନାଲ ଲାଇଫ୍‌ ବ୍ୟତୀତ ଆମିର ପ୍ରୋଫେସନାଲ୍‌ ଲାଇଫ୍‌କୁ ନେଇ ମଧ୍ୟ ବେଶ୍‌ ଚର୍ଚ୍ଚାରେ ରହିଥାନ୍ତି। ବର୍ତ୍ତମାନ ସେ ନିଜର ଅପ୍‌କମିଂ ଫିଲ୍ମ ଲାଲ ସିଂହ ଚଢ଼ାକୁ ନେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି।

ଏହି ଫିଲ୍ମର ଶୁଟିଂ ବର୍ତ୍ତମାନ ଲଦାଖରେ ଚାଲିଥିବା ବେଳେ ସେଟ୍‌ରେ କିଛି ଦୃଶ୍ୟ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଆମିର ଟିମ୍‌ ସହ ଟେବୁଲ ଟେନିସ୍‌ ଖେଳୁଥିବାର ଦେଖିବାକୁ ମିଳିଛି। ଏହି ଖେଳରେ ଆମିରଙ୍କ ଠାରୁ ଆରମ୍ଭ କରି ସେଟ୍‌ରେ ଥିବା ଶିଶୁ କଳାକାର ପର୍ଯ୍ୟନ୍ତ ସମସ୍ତେ ସାମିଲ ହୋଇଥିଲେ। ଏହା ବେଶ୍‌ ମଜାଦାର ପ୍ରତିଯୋଗୀତା ରହିଥିଲା। ସୂଚନା ମୁତାବକ ଆମିରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ଲାଲ ସିଂହ ଚଢ଼ାରେ ପୁଣିଥରେ ଆମିର ଓ କରୀନାଙ୍କ ଯୋଡ଼ିକୁ ଦେଖିବାକୁ ପାଇବେ ଦର୍ଶକେ।


Enter your email to get our daily news in your inbox.

All Right Reserved By Dharitri.Com

୪୧ ବର୍ଷରେ ବିଦ୍ୟା ବାଲାନ୍‌: ଡାର୍ଟି ପିକଚର ଆଣି ଦେଇଥିଲା ବଲିଉଡ୍‌ରେ ଖ୍ୟାତି

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ବିଦ୍ୟା ବାଲାନ୍‌ ବୁଧବାର ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୯ ଜାନୁୟାରୀ ୧ରେ ସେ ମୁମ୍ବାଇର ଚେମ୍ବୁରଠାରେ ଜନ୍ମଗ୍ରହଣ କରିଥିଲେ।...

ବିବାହ ବନ୍ଧନରେ ବାନ୍ଧି ହେଲେ ଏହି ଯୋଡି

ମୁମ୍ବାଇ: ଟେଲି ଧାରାବାହିକ ‘ଗମ୍‌ ହୈ କିସି କେ ପ୍ୟାର୍‌ ମେଁ’ର ଲିଡ୍‌ ଅଭିନେତା ନୀଲ ଭଟ୍ଟ ଓ ଅଭିନେତ୍ରୀ ଐଶ୍ୱର୍ଯ୍ୟା ଶର୍ମା ବିବାହ ବନ୍ଧନରେ...

ଧର୍ମେନ୍ଦ୍ର ଅସୁସ୍ଥ

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟକ ଧର୍ମେନ୍ଦ୍ର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ନିକଟରେ ସେ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଡେଙ୍ଗୁରେ...

ବଲିଉଡ୍‌ ଛାଡି ପାରନ୍ତି ଦଙ୍ଗଲ ଗର୍ଲ

ମୁମ୍ବାଇ: ଖୁବ୍‌ କମ୍‌ ସମୟ ମଧ୍ୟରେ ବଲିଉଡ୍‌ରେ ନିଜର ପାରଦର୍ଶିତା ସହ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଦଙ୍ଗଲ ଗର୍ଲ ଜାଇରା ଓ୍ବାସିମ ବୋଧହୁଏ...

ଓଜନ କମାଇ ପ୍ରଶଂସକଙ୍କୁ ଚକିତ କଲେ ରାମ କପୁର

ମୁମ୍ବାଇ: ଚର୍ଚ୍ଚାରେ ଅଭିନେତା ରାମ କପୁର। ସେ ବି ନିଜର ଫିଲ୍ମ ଅଥବା ଧାରାବାହିକ ଲାଗି ନୁହେଁ ବରଂ ନିଜର ଟ୍ରାନ୍ସଫର୍ମେଶନ ପାଇଁ। ଏକତା କପୁରଙ୍କ...

ସନି ଲିଓନି ଶେୟାର କଲେ ଏମିତି ଫଟୋ, ପାଗଳ ହେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନି ଲିଓନି ସୋସିଆଲ ମିଡିଆରେ ଅଧିକ ଆକ୍ଟିଭ୍‌ ରହୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ସେ ନିଜର ବ୍ୟକ୍ତିଗତ ଜୀବନଠାରୁ ଆରମ୍ଭ କରି...

ଅମିତାଭଙ୍କ ସହ ଫଟୋ ଶେୟାର କଲେ ଶତ୍ରୁଘ୍ନ: କହିଲେ, ‘ବନ୍ଧୁତା ଅତୁଟ ରହୁ’

ମୁମ୍ବାଇ: ଅମିତାଭ ବଚ୍ଚନ ଏବଂ ଶତ୍ରୁଘ୍ନ ସିହ୍ନା ବଲିଉଡ୍‌ର ଦୁଇ ଖ୍ୟାତନାମା କଳାକାର। ୭୦ ଦଶକର ଏହି ଦୁଇଜଣଙ୍କ ବନ୍ଧୁତା ଉପରେ ଆଜିପର୍ଯ୍ୟନ୍ତ କାହାର ନଜର...

ଆଜି ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ‘ ଗଙ୍ଗୁବାଇ କାଠିଓ୍ବାବାଡି’

ମୁମ୍ବାଇ: ଅପେକ୍ଷାର ଘଟିବ ଅନ୍ତ। ବହୁ ବାଦ ବିବାଦ ପରେ ଆଜି ରିଲିଜ୍‌ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଫିଲ୍ମ‘ ଗଙ୍ଗୁବାଇ କାଠିଓ୍ବାବାଡି’। ଫିଲ୍ମକୁ ନେଇ...

Advertisement
Archives

Model This Week