ଆମିରଙ୍କ ଝିଅ ଆୟରାଙ୍କ ସରିଲା ନିର୍ବନ୍ଧ

ବମ୍ବେ: ନିର୍ବନ୍ଧ କରିଛନ୍ତି ବଲିଉଡ୍‌ ଅଭିନେତା ଆମିର ଖାଁଙ୍କ ଝିଅ ଆୟରା ଖାଁ। କିଛି ମାସ ତଳେ ପ୍ରେମିକ ନୂପୁର ଶିଖରେ ତାଙ୍କୁ ପ୍ରପୋଜ୍‌ କରିଥିଲେ। ଏବେ ଉଭୟ ଆଧିକାରିକ ଭାବେ ନିବନ୍ଧ କରିଛନ୍ତି। ଆମିରଙ୍କ ସହ ପୁରା ପରିବାର ଏହି ଉତ୍ସବରେ ସାମିଲ ହୋଇ ନୂଆ ଯୋଡ଼ିଙ୍କୁ ଆଶୀର୍ବାଦ ଦେଇଛନ୍ତି।

ଆୟରାଙ୍କ ନିର୍ବନ୍ଧର ଅନେକ ଫଟୋ ସାମ୍ନାକୁ ଆସିଛି। ଫଟୋରେ ଆୟରା ଲାଲ ରଙ୍ଗର ସୁନ୍ଦର ଗାଉନ୍‌ ପିନ୍ଧିଛନ୍ତି। ଅପରପକ୍ଷେ ନୂପୁର କଳା ରଙ୍ଗର ଟକ୍ସିଡୋ ପିନ୍ଧି କ୍ୟାମେରାକୁ ପୋଜ୍‌ ଦେଉଥିବା ଦେଖାଯାଉଛି।

୨୦୨୦ରେ ପରସ୍ପରକୁ ଭେଟିଥିଲେ ଆୟରା-ନୂପୁର। ଷ୍ଟାରକିଡ୍‌ଙ୍କ ଜିମ୍‌ରେ ନୂପୁର ଟ୍ରେନର ଥିଲେ। ଲକ୍‌ଡାଉନ୍‌ ସମୟରେ ସେ ଆୟଶାଙ୍କ ନିକଟତର ହୋଇଥିଲେ। ଦୁହେଁ ପ୍ରେମରେ ପଡ଼ିବା ପରେ ସମ୍ପର୍କକୁ ଅଫିସିଆଲ କରିଥିଲେ। ୨୦୨୨ ସେପ୍ଟେମ୍ବରରେ ଏକ ପ୍ରତିଯୋଗିତା ପରେ ଆୟରାଙ୍କୁ ନୂପୁର ପ୍ରପୋଜ କରିଥିଲେ। ଶେଷରେ ଦୁହେଁ ଏବେ ଉଭୟ ପରିବାର ଉପସ୍ଥିତିରେ ନିର୍ବନ୍ଧ କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri