Posted inଜାତୀୟ

ରାହୁଲଙ୍କ ଜଳଖିଆ ଚର୍ଚ୍ଚାରୁ ଏଏପି-ବିଏସ୍‌ପି ବାହାର…

ନୂଆଦିଲ୍ଲୀ,୩।୮: ଉତ୍ତରପ୍ରଦେଶ ନିର୍ବାଚନ ଏବଂ ସଂସଦର ମୌସୁମୀ ଅଧିବେଶନରେ କେନ୍ଦ୍ର ସରକାରଙ୍କୁ ଘେରିବାକୁ ଦୃଷ୍ଟିରେ ରଖି ବିରୋଧୀ ଦଳଗୁଡ଼ିକୁ ଏକାଠି କରିବା ପାଇଁ କଂଗ୍ରେସ ପୁଣି ଥରେ ଅଭିଯାନ ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ନୂଆ ରଣନୀତି ଆପଣେଇବା ପାଇଁ ମଙ୍ଗଳବାର ଚା ଏବଂ ଜଳଖିଆ ଚର୍ଚ୍ଚା ପାଇଁ ୧୭ଟି ବିରୋଧୀ ଦଳର ନେତାଙ୍କୁ ନିମନ୍ତ୍ରଣ କରିଥିଲେ। ରାହୁଲଙ୍କ ଜଳଖିଆ ଚର୍ଚ୍ଚାରେ କଂଗ୍ରେସ ସମେତ ୧୫ ବିରୋଧୀ ଦଳ ଯୋଗଦେଇଥିବା ବେଳେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏବଂ ମାୟାବତୀଙ୍କ ବହୁଜନ ସମାଜବାଦୀ ପାର୍ଟି(ବିଏସ୍‌ପି)ର କୌଣସି ସଦସ୍ୟ ଯୋଗଦେଇ ନାହାନ୍ତି। ରାହୁଲ ଗାନ୍ଧୀଙ୍କ ନିମନ୍ତ୍ରଣ ରକ୍ଷାକରି ୧୪ଟି ବିରୋଧୀ ଦଳର ଲୋକ ସଭା ଓ ରାଜ୍ୟ ସଭା ନେତା ଦିଲ୍ଲୀର ସମ୍ବିଧାନ କ୍ଲବରେ ପହଞ୍ଚିଥିଲେ। ମୌସୁମୀ ଅଧିବେଶନରେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିବା ଉପରେ ଆଲୋଚନା ହୋଇଥିବା କୁହାଯାଉଛି। ରାହୁଲଙ୍କ ଜଳଖିଆ ଚର୍ଚ୍ଚାରେ ଆଇଏନ୍‌ସ,ି ଏନ୍‌ସିପି, ଏସ୍‌ଏସ୍‌, ଆର୍‌ଜେଡ଼ି, ଏସ୍‌ପି, ସିପିଆଏମ୍‌, ସିପିଆଇ,ଆଇୟୁଏମ୍‌ଏଲ୍‌, ଆର୍‌ଏସ୍‌ପି, କେସିଏମ୍‌, ଜେଏମ୍‌ଏମ୍‌, ଏନ୍‌ସି, ସିଏମ୍‌ସି, ଏଲ୍‌ଜେଡ଼ି ଆଦି ବିରୋଧୀ ଦଳର ସଦସ୍ୟମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri