Posted inଜାତୀୟ

ଟିକେଟ ନ ମିଳିବାରୁ, ଏଏପି ନେତାଙ୍କ ହାଇ ଡ୍ରାମା

ନୂଆଦିଲ୍ଲୀ,୧୩ ।୧୧: ଦିଲ୍ଲୀ ନଗର ନିଗମ ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି(ଏଏପି) ପ୍ରାର୍ଥିଙ୍କ ଦ୍ୱିତୀୟ ତାଲିକା ଜାରି କରି ସାରିଛି । ଏହାସହ ଏଏପି ସମସ୍ତ ୨୫୦ ୱାର୍ଡ ପାଇଁ ପ୍ରାର୍ଥିଙ୍କ ନାମ ଘୋଷଣା କରି ସାରିଛି । ଏଥର ଏଏପି ଅନେକ ପୂର୍ବତନ ପ୍ରାର୍ଥିଙ୍କ ଟିକେଟ କାଟି ଦେଇଛି । ଏହାସହ କେତେଜଣ ନେତା ଯେଉଁମାନେ ପ୍ରାର୍ଥି ହେବାର ସ୍ୱପ୍ନ ଦେଖୁଥିଲେ ସେମାନଙ୍କ ଟିକେଟ ବି କାଟି ଦିଆଯାଇଛି ।
ଏହାରି ଭିତରେ ନେତା ସେମାନଙ୍କ ଅସନ୍ତୁଷ୍ଟ ବ୍ୟକ୍ତ କରିଥିବା ଦେଖାଯାଇଛି । ଏମିତି ଜଣେ ପ୍ରାର୍ଥି ଇଲେକ୍ଟ୍ରିକ ଟାୱାର ଉପରେ ଚଢି ହାଇଡ୍ରାମା କରିଥିବା ଦେଖାଯାଇଛି । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଏମସିଡି ନିର୍ବାଚନ ଲଢିବା ପାଇଁ ଏଏପି ପକ୍ଷରୁ ହସିବ ଉଲ ହାସନଙ୍କୁ ଟିକେଟ ନ ମିଳିବାରୁ ସେ ଏକ ଇଲେକ୍ଟ୍ରିକ ଟାୱାର ଉପରେ ଚଢି ଯାଇଥିଲେ । ପରେ ବହୁ କଷ୍ଟରେ ପୋଲିସ ତାଙ୍କୁ ଉଦ୍ଧାର କରିଥିବା ଜଣାପଡିଛି । ଏପଟେ ଦଳ ଭିତରେ ଟଙ୍କା ଲେଣଦେଣ ହୋଇ ଟିକେଟ ବଣ୍ଟା ଯାଇଥିବା ସେ ଅଭିଯୋଗ ଆଣିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri