Posted inଜାତୀୟ

ଦିଲ୍ଲୀ ଉପରାଜ୍ୟପାଳଙ୍କ ବହିଷ୍କାର ଦାବିକଲା ଏଏପି

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଖଦି ଓ ଗ୍ରାମୋଦ୍ୟୋଗ ପରିଷଦ ଅଧ୍ୟକ୍ଷ ଥିବାବେଳେ ନିଜ କ୍ଷମତାର ଦୁରୁପଯୋଗ କରି ମୁମ୍ବାଇ ଖଦି ଲାଉଞ୍ଜର ଇଣ୍ଟେରିୟର ଡିଜାଇନ ଠିକା କାମ ତାଙ୍କ ଝିଅଙ୍କୁ ଦେଇଥିଲେ। ତାଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ଏଏପି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ଦାବି କରାଯାଇଛି। ଆଇନର ଉଲ୍ଲଂଘନ କରି ନିଜ ଝିଅକୁ ଠିକା କାମ ଦେଉଥିବା ସାକ୍ସେନାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଲାଗି ଏଏପି ମୁଖପାତ୍ର ତଥା ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ରୋଗୀଙ୍କୁ ଅତ୍ୟଧିକ ଷ୍ଟିରଏଡ୍‌ ଦେବା ବ୍ଲାକ୍‌ ଫଙ୍ଗସ୍‌ର ମୁଖ୍ୟ କାରଣ’

ନୂଆଦିଲ୍ଲୀ/ଚଣ୍ଡିଗଡ଼, ୧୫।୫: ବ୍ଲାକ୍‌ ଫଙ୍ଗସ୍‌ ରୋଗ ହଠାତ୍‌ ବଢ଼ିବା ସହ ଏହା ମୃତ୍ୟୁହାରକୁ ମଧ୍ୟ ବଢ଼ାଇ ଦେଇଛି। ଏହାକୁ ନେଇ ଚିନ୍ତା ବଢ଼ୁଥିବା ବେଳେ କରୋନା...

ବିହାରରେ ମେ’ ୧୫ ଯାଏ ସ୍କୁଲ, ମଲ୍‌, ମନ୍ଦିର ବନ୍ଦ

ପାଟନା, ୧୮।୪: ବିହାରରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଲାଗୁ କରିବା ସହ କେତେକ କଟକଣା ଘୋଷଣା...

ମୋଦି-ଶାହଙ୍କୁ କଡ଼ା ସମାଲୋଚନା କଲେ ସଞ୍ଜୟ ରାଉତ: ଯେଉଁ ସ୍କୁଲରେ ତୁମେ ପଢୁଛ ଦିନେ ମୁଁ ତାହାର ପ୍ରଧାନ ଶିକ୍ଷକ ଥିଲି

ନୂଆଦିଲ୍ଲୀ,୧୧।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ...

୧୯କୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୩ା୨(ପି.ଟି.): କୋଟିଆ ସୀମା ବିବାଦକୁ ନେଇ ଓଡ଼ିଶା ପକ୍ଷରୁ ଦାଏର ଅଦାଲତ ଅବମାନନା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଆନ୍ଧ୍ର ପ୍ରଦେଶକୁ ଜବାବ ତଲବ କରିଛନ୍ତି।...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ଘଟଣା: ମାମଲା ରୁଜୁ

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ପଞ୍ଜାବର ମୁଖ୍ୟ ସଚିବ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଏକ ରିପୋର୍ଟ ଦାଖଲ କରିଛନ୍ତି। ଏହି ମାମଲାରେ...

୧୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା ବ୍ରିଜ୍‌: ଉଦ୍‌ଘାଟନ ପୂର୍ବରୁ ଭୁଶୁଡିଲା

ପାଟନା,୧୯।୧୨: ପାଞ୍ଚ ବର୍ଷ ତଳେ ନିର୍ମାଣ ହୋଇଥିବା ବିହାରର ଏକ ବ୍ରିଜ୍‌ ରବିବାର ଭୁଶୁଡି ପଡିଛି। ଘଟଣା ସମୟରେ ବ୍ରିଜ୍‌ ଉପରେ କେହି ନ ଥିବାରୁ...

କୋଭାକ୍ସିନ-କୋଭିଶିଲ୍ଡର ହେବ ମିଶ୍ରଣ ବ୍ୟବହାର ପରୀକ୍ଷା

ନୂଆଦିଲ୍ଲୀ,୩୧ା୫: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଟିକାକୁ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା କରାଯାଉଛି। ଭାରତ ନିକଟରେ ବର୍ତ୍ତମାନ କୋଭିଶିଲ୍ଡ ଏବଂ କୋଭାକ୍ସିନ...

କଂଗ୍ରେସକୁ ଆରଏସଏସ ଫୋବିଆ: ସିପି ଜୋଶୀ

ଜୟପୁର,୧୨।୫:ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଭାଜପା ଏବଂ ଆରଏସଏସକୁ ଫାସିବାଦୀ କହିଥିବା ବୟାନକୁ ରାଜସ୍ଥାନର ଭାଜପା ସଭାପତି ସିପି ଜୋଶୀ ତାଙ୍କୁ ଟାର୍ଗେଟ କରିଛନ୍ତି। ସେ...

Advertisement
Archives

Model This Week