Posted inଜାତୀୟ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ ଲଢ଼ିବେ ଅଜୟ କୋଠିୟାଲ

ଡେରାଡୁନ,୧।୭: ଆମ ଆଦମୀ ପାର୍ଟି(ଏଏପି)ର ବରିଷ୍ଠ ନେତା ତଥା ଅବସରପ୍ରାପ୍ତ କଲୋନେଲ ଅଜୟ କୋଠିୟାଲ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାଓ୍ବତଙ୍କ ବିରୋଧରେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବାର ୬ମାସ ପରେ ବି ତୀରଥ ନିର୍ବାଚନ ଲଢ଼ିବାକୁ ଅସମର୍ଥ। ତେବେ ଚଳିତ ଥର ଉପ-ନିର୍ବାଚନ ଉତ୍ତରାଖଣ୍ଡ ରାଜନୀତିରେ ପରିବର୍ତ୍ତନ ଆଣିବ ବୋଲି କଲୋନେଲ ଅଜୟ କହିଛନ୍ତି। ଗୁରୁବାର ଡେରାଡୁନରେ ଆୟୋଜିତ ହୋଇଥିବା ଏକ ଖବରଦାତା ସମ୍ମିଳନୀରେ ଏନେଇ ଅଜୟ ଘୋଷଣା କରିଛନ୍ତି। ଗଙ୍ଗୋତ୍ରୀ ଆସନରୁ ମୁଖ୍ୟମନ୍ତ୍ରୀ ତୀରଥ ସିଂଙ୍କ ବିରୋଧରେ ଅଜୟ ନିର୍ବାଚନ ଲଢ଼ିବେ। ଗତ ୫ବର୍ଷରେ ଭାଜପା ଉତ୍ତରାଖଣ୍ଡକୁ ଧ୍ୱଂସ କରିଦେଇଛି। ସେ ଭାଗ୍ୟଶାଳୀ ଯେ, ଏଏପି ତାଙ୍କୁ ମୁଖ୍ୟମନ୍ତ୍ରୀ ତୀରଥଙ୍କ ବିରୋଧରେ ଗଙ୍ଗୋତ୍ରୀରେ ଉପ ନିର୍ବାଚନ ଲଢ଼ିବାକୁ ସୁଯୋଗ ଦେଇଛି ବୋଲି କୋଠିୟାଲ କହିଛନ୍ତି। ଶାସନରେ ଥିବା ସରକାରଙ୍କ ଉପରେ ଗଙ୍ଗୋତ୍ରୀବାସୀ ଅସନ୍ତୁଷ୍ଟ ଅଛନ୍ତି। ତେବେ ଚଳିତ ଥର ନିର୍ବାଚନରେ ଜନତାଙ୍କ ବିଜୟ ହେବ ବୋଲି ଅଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା ।ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ ଡ଼ାଳ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri