Posted inଜାତୀୟ

ଗୁଜରାଟରେ ୟୁନିଫର୍ମ ସିଭିଲ କୋର୍ଡକୁ ନେଇ ଅରବିନ୍ଦ କେଜରିୱାଲଙ୍କ ବଡ ବୟାନ, କହିଲେ ଭାଜପାର ନିୟତ ଖରାପ

ନୂଆଦିଲ୍ଲୀ,୩୦ ।୧୦: ଗୁଜରାଟ ବିଧାନସଭା ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ରାଜନୈତିକ ବୟାନ ବାଜି ବଢିବାରେ ଲାଗିଛି । ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା), କଂଗ୍ରେସ ବ୍ୟତୀତ ଆମ ଆଦମୀ ପାର୍ଟି(ଏଏପି) ବି ଖୁବ୍ ସକ୍ରିୟ ନଜର ଆସୁଛି । ସମସ୍ତ ଦଳ ନିର୍ବାଚନ ପ୍ରଚାରରେ ଲାଗି ପଡିଛନ୍ତି । ଗୁଜରାଟରେ ୟୁନିଫର୍ମ ସିଭିଲ କୋର୍ଟକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପିର ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ବଡ ବୟାନ ଦେଇଛନ୍ତି । ଗୁଜରାଟ ଭାବନଗରରେ ଏକ ପ୍ରେସ କନଫରେନ୍ସ ସମୟରେ ଅରବିନ୍ଦ କେଜରିୱାଲଙ୍କୁ ପଚରାଯାଇଥିଲା କି ଗୁଜରାଟ ସରକାର ୟୁନିଫର୍ମ ସିଭିଲ କୋର୍ଡର ପ୍ରସ୍ତାବ ରଖିବା ସହ ଏଥିପାଇଁ ଏକ କମିଟି ଗଠନ କରିଛନ୍ତି ।
ଏହାର ଜବାବରେ ଅରବିନ୍ଦ କେଜରିୱାଲ କହିଛନ୍ତି ଭାଜପାର ନିୟତ ଖରାପ । ସମ୍ବିଧାନର ଆର୍ଟିକଲ ୪୪ରେ ସ୍ପଷ୍ଟ ଭାବେ ଲେଖାଯାଇଛି କି ୟୁନିଫର୍ମ ସିଭିଲ କୋର୍ଡ ଲାଗୁ କରିବା ସରକାରଙ୍କ ଦାୟିତ୍ ତ ସରକାର ଏଥିପାଇଁ ୟୁନିଫର୍ମ ସିଭିଲ କୋର୍ଡ ପ୍ରସ୍ତୁତ କରିବା ଦରକାର । ଏହାକୁ ଏମିତି କରିବା ଦରକାର ଯେଉଁଥିରେ ସମସ୍ତ ସମ୍ପ୍ରଦାୟର ସହମତି ରହୁଥିବ । କେଜରିୱାଲ କହିଛନ୍ତି ସମସ୍ତ ସମ୍ପ୍ରଦାୟକୁ ଏକାଠି କରି ୟୁନିଫର୍ମ ସିଭିଲ କୋର୍ଡ ପ୍ରସ୍ତୁତ କରିବା ଉଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri