Posted inଜାତୀୟ

ହସ୍ପିଟାଲରେ ମନୀଷ ସିସୋଡିଆ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ମଙ୍ଗଳବାର ଏଲଏନ୍‌ଜେପି ହସ୍ପିଟାଲକୁ ଅଣାଯାଇଛି। ଅର୍ଥୋପେଡିକ ସମସ୍ୟା ହେତୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିବା କୁହାଯାଉଛି। ସୂତ୍ରରୁ ପ୍ରକାଶ ଯେ ମଙ୍ଗଳବାର ଦିନ ପ୍ରାୟ ୧୧ଟା ସମୟରେ ସିସୋଡିଆକୁ ଏଲଏନ୍‌ଜେପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର କିଛି ଅର୍ଥୋପେଡିକ ସମସ୍ୟା ଥିଲା, ଯେଉଁଥିପାଇଁ ତାଙ୍କୁ ଚିକିତ୍ସା ଏବଂ ପରାମର୍ଶ ପାଇଁ ଅଣାଯାଇଛି। ସୂଚନାଯୋଗ୍ୟ, ଗତ ବୁଧବାର ଦିନ ଦିଲ୍ଲୀର ଏକ କୋର୍ଟ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଜାନୁଆାରୀ ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri