Posted inଜାତୀୟ

ହସ୍ପିଟାଲରେ ମନୀଷ ସିସୋଡିଆ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ମଙ୍ଗଳବାର ଏଲଏନ୍‌ଜେପି ହସ୍ପିଟାଲକୁ ଅଣାଯାଇଛି। ଅର୍ଥୋପେଡିକ ସମସ୍ୟା ହେତୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିବା କୁହାଯାଉଛି। ସୂତ୍ରରୁ ପ୍ରକାଶ ଯେ ମଙ୍ଗଳବାର ଦିନ ପ୍ରାୟ ୧୧ଟା ସମୟରେ ସିସୋଡିଆକୁ ଏଲଏନ୍‌ଜେପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର କିଛି ଅର୍ଥୋପେଡିକ ସମସ୍ୟା ଥିଲା, ଯେଉଁଥିପାଇଁ ତାଙ୍କୁ ଚିକିତ୍ସା ଏବଂ ପରାମର୍ଶ ପାଇଁ ଅଣାଯାଇଛି। ସୂଚନାଯୋଗ୍ୟ, ଗତ ବୁଧବାର ଦିନ ଦିଲ୍ଲୀର ଏକ କୋର୍ଟ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଜାନୁଆାରୀ ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?