Posted inଜାତୀୟ

ବିଧାନସଭା ନିର୍ବାଚନ ଲଢିବନି ଏଏପି, କଲା ବଡ଼ ଘୋଷଣା

ନୂଆଦିଳ୍ଲୀ,୧୭।୧୦: ୨ରାଜ୍ୟର ବିଧାନସଭା ନିର୍ବାଚନ ଘୋଷଣା ହୋଇଛି। ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ରରେବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିଭିନ୍ନ ଦଳମାନେ ଏନେଇ କମର କଷି ସାରିଲେଣି। ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ଆମ ଆଦମୀ ପାର୍ଟି ଝାଡଖଣ୍ଡ ବିଧାନସଭାରେ ପ୍ରାର୍ଥୀ ଦେବନାହିଁ। କୁହାଯାଉଛି ଯେ, ଏଏପି ଯୋଜନା କରୁଛି ଯେ, ଏଏପି ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟକୁ ସୁଦୃଢ କରିବା ପାଇଁ ଚେଷ୍ଟା କରୁବାକୁ ଚାହୁଁଛି। ସେଥିପାଇଁ ସୋଂରେ ଧ୍ୟାନ ଦେବାକୁ ଚେଷ୍ଟା କରୁଛି।

ସୂଚନାଥାଉ କି, ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ଭାଜପା ଓ କଂଗ୍ରେସ ନୁହେଁ , ଏନଡିଏ ଓ ଇଣ୍ଡିଆ ମେଣ୍ଟ ସିଧା ଲଢେଇ ହେବାକୁ ଯାଉଛି। ମହାରାଷ୍ଟ୍ରରେ ଭାଜପାର ସହଯୋଗୀ ପାର୍ଟି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଅଜିତ ପାଓ୍ବାରଙ୍କ ପାର୍ଟି ସାମିଲ୍‌ ଅଛନ୍ତି। ସେପଟେ କଂଗ୍ରେସ ସହିତ ଉଦ୍ଧବ ଠାକରେ ଓ ଶରଦ ପାଓ୍ବାରଙ୍କ ମେଣ୍ଟ ସରକାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri