Posted inଜାତୀୟ

ଆମ ଭିତରେ ଜଣେ ନୁହେଁ ଶହେ ସିସୋଡିଆ ଅଛନ୍ତି, ରାମଲିଳା ମଇଦାନରେ ବର୍ଷିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୬: ଦିଲ୍ଲୀର ରାମଲିଲା ମଇଦାନରେ ଏକ ରାଲିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ରାଲିରେ ସମ୍ବୋଧିତ କରିଛନ୍ତି। କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ଡକାଯାଇଥିବା ରାଲିରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଡ଼ା ସମାଲୋଚନା କରାଯାଇଛି। କେଜରିୱାଲ କହିଛନ୍ତି ଯେ ବହୁ ବର୍ଷ ପରେ ଆଜି ଆମେ ରାମଲିଲା ମଇଦାନରେ ଏକାଠି ହୋଇଛୁ। ୧୨ ବର୍ଷ ପୂର୍ବେ ଦୁର୍ନୀତି ବିରୋଧରେ ଏକାଠି ହୋଇଥିଲେ। ଆଜି ଆମେ ଏହି ଦେଶରୁ ଏକ ଅହଂକାରୀ ଶାସକଙ୍କୁ ହଟାଇବା ପାଇଁ ଏକାଠି ହୋଇଛୁ । ଏହି ସମୟରେ କେଜରିିୱାଲ ମନୀଷ ସିସୋଡିଆଙ୍କ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ।
କେଜରିିୱାଲ କହିଛନ୍ତି ଯେ ସେ (ପ୍ରଧାନମନ୍ତ୍ରୀ) ମନିଷ ସିସୋଡିଆଙ୍କୁ ଜେଲରେ ରଖିଥିଲେ, ସତ୍ୟେନ୍ଦ୍ର ଜୈନଙ୍କୁ ଜେଲରେ ରଖିଥିଲେ। ଆମର ଗୋଟିଏ ମନିଷ ସିସୋଡିଆ ନାହିଁ, ଆମର ୧୦୦ ମନିଷ ସିସୋଡିଆ ଅଛନ୍ତି, ଆମର ଗୋଟିଏ ସତ୍ୟେନ୍ଦ୍ର ଜୈନ ନାହିଁ, ଆମର ୧୦୦ ସତ୍ୟେନ୍ଦ୍ର ଜୈନ ଅଛନ୍ତି। ଯଦି ତୁମେ ଜଣଙ୍କୁ ଜେଲରେ ରଖିବ, ଅନ୍ୟଟି କାମକୁ ଆସିବ କିନ୍ତୁ ବିକାଶ କାର୍ଯ୍ୟ ଦିଲ୍ଲୀରେ ବନ୍ଦ ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri