Posted inଜାତୀୟ

ଦିଲ୍ଲୀ ବିଧାନସଭାରେ ରାତି କାଟିବେ ଏଏପିର ସମସ୍ତ ବିଧାୟକ, ଉପରାଜ୍ୟପାଳଙ୍କୁ କରିବେ ବିରୋଧ

ନୂଆଦିଲ୍ଲୀ,୨୯ ।୮: ଦିଲ୍ଲୀର ଆମ ଆଦମୀ ସରକାର ସ୍ୱୀକାର କରିଛି ଯେ ତାଙ୍କ ଦଳର ସମସ୍ତ ବିଧାୟକ ସୋମବାର ରାତିରେ ବିଧାନସଭାରେ ରହିବେ ଓ ଉପରାଜ୍ୟପାଳଙ୍କ ବିରୋଧ କରିବେ । ଏଏପି ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, ସୋମବାର ରାତିରେ ସମସ୍ତ ଏଏପି ବିଧାୟକ ବିଧାନସଭାରେ ରହିବେ । ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି ଦିଲ୍ଲୀ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କ ଉପରେ ନୋଟବନ୍ଦୀ ସମୟରେ ୧୪୦୦ କୋଟି ଟଙ୍କା ଘୋଟାଲା ଅଭିଯୋଗ ଆଣିଛି । ସୌରଭ ଭରଦ୍ୱାଜ କହିଛନ୍ତି ସନ୍ଧ୍ୟାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ସମସ୍ତ ଏଏପି ବିଧାୟକ ବସିବେ ଓ ସାରା ରାତି ବିଧାନସଭାରେ ରହି ଉପରାଜ୍ୟପାଳଙ୍କୁ ବିରୋଧ କରିବେ ।

ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭାରେ ସୋମବାର ଆମ ଆଦମୀ ପାର୍ଟି ବିଧାୟକ ଦୁର୍ଗେଶ ପାଠକ ଅଭିଯୋଗ ଆଣିଥିଲେ କି ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ଖଦି ଗ୍ରାମୋଦ୍ୟୋଗର ଅଧ୍ୟକ୍ଷ ଥିବା ବେଳେ ୧୪୦୦ କୋଟିର ଘୋଟାଲା କରିଛନ୍ତି । ଦଳ ଏହାର ଅଭିଯୋଗରେ କହିଛି ଖଦି ଗ୍ରାମୋଦ୍ୟୋଗର ଅଧ୍ୟକ୍ଷ ଥିବା ସମୟରେ ବିନୟ କୁମାର ସାକ୍ସେନା ନୋଟବନ୍ଦୀ ସମୟରେ ନଭେମ୍ବର ୨୦୧୬ରେ ପୁରୁଣା ନୋଟକୁ ନୂଆରେ ବଦଳାଇବାକୁ ଏହି ଘୋଟାଲା କରିଛନ୍ତି । ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ନାଁରେ ଏହି ଘୋଟାଲା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri