Posted inଜାତୀୟ

ଦିଲ୍ଲୀ ବିଧାନସଭାରେ ରାତି କାଟିବେ ଏଏପିର ସମସ୍ତ ବିଧାୟକ, ଉପରାଜ୍ୟପାଳଙ୍କୁ କରିବେ ବିରୋଧ

ନୂଆଦିଲ୍ଲୀ,୨୯ ।୮: ଦିଲ୍ଲୀର ଆମ ଆଦମୀ ସରକାର ସ୍ୱୀକାର କରିଛି ଯେ ତାଙ୍କ ଦଳର ସମସ୍ତ ବିଧାୟକ ସୋମବାର ରାତିରେ ବିଧାନସଭାରେ ରହିବେ ଓ ଉପରାଜ୍ୟପାଳଙ୍କ ବିରୋଧ କରିବେ । ଏଏପି ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, ସୋମବାର ରାତିରେ ସମସ୍ତ ଏଏପି ବିଧାୟକ ବିଧାନସଭାରେ ରହିବେ । ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି ଦିଲ୍ଲୀ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କ ଉପରେ ନୋଟବନ୍ଦୀ ସମୟରେ ୧୪୦୦ କୋଟି ଟଙ୍କା ଘୋଟାଲା ଅଭିଯୋଗ ଆଣିଛି । ସୌରଭ ଭରଦ୍ୱାଜ କହିଛନ୍ତି ସନ୍ଧ୍ୟାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ସମସ୍ତ ଏଏପି ବିଧାୟକ ବସିବେ ଓ ସାରା ରାତି ବିଧାନସଭାରେ ରହି ଉପରାଜ୍ୟପାଳଙ୍କୁ ବିରୋଧ କରିବେ ।

ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭାରେ ସୋମବାର ଆମ ଆଦମୀ ପାର୍ଟି ବିଧାୟକ ଦୁର୍ଗେଶ ପାଠକ ଅଭିଯୋଗ ଆଣିଥିଲେ କି ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ଖଦି ଗ୍ରାମୋଦ୍ୟୋଗର ଅଧ୍ୟକ୍ଷ ଥିବା ବେଳେ ୧୪୦୦ କୋଟିର ଘୋଟାଲା କରିଛନ୍ତି । ଦଳ ଏହାର ଅଭିଯୋଗରେ କହିଛି ଖଦି ଗ୍ରାମୋଦ୍ୟୋଗର ଅଧ୍ୟକ୍ଷ ଥିବା ସମୟରେ ବିନୟ କୁମାର ସାକ୍ସେନା ନୋଟବନ୍ଦୀ ସମୟରେ ନଭେମ୍ବର ୨୦୧୬ରେ ପୁରୁଣା ନୋଟକୁ ନୂଆରେ ବଦଳାଇବାକୁ ଏହି ଘୋଟାଲା କରିଛନ୍ତି । ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ନାଁରେ ଏହି ଘୋଟାଲା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri