Posted inଜାତୀୟ

ନିଲମ୍ବନ ମାମଲା: ରାଜ୍ୟସଭା ସଭାପତିଙ୍କୁ ନିସର୍ତ୍ତ କ୍ଷମା ମାଗିବାକୁ ରାଘବ ଚଡ଼ାଙ୍କୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩/୧୧: ଆମ ଆଦମୀ ପାର୍ଟି(ଆପ୍) ରାଜ୍ୟସଭା ଏମପି ରାଘବ ଚଡ୍ଡାଙ୍କ ନିଲମ୍ବନ ମାମଲାରେ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ରାଜ୍ୟସଭା ସଭାପତି ଜଗଦୀପ ଧନକଡ଼ଙ୍କୁ ସାକ୍ଷାତ କରି ନିସର୍ତ୍ତ କ୍ଷମା ମାଗିବାକୁ ରାଘବ ଚଡ୍ଡାଙ୍କୁ କହିଛନ୍ତି। ତେବେ ଦୀପାବଳି ଛୁଟି ପରେ ଆଗାମୀ ୨୦ ନଭେମ୍ବରରେ ମାମଲାର ଶୁଣାଣି କରିବାକୁ କୋର୍ଟ କହିଛନ୍ତି। ସେହିପରି ମାମଲାର ଆଗାମୀ ଘଟଣାକ୍ରମ ସମ୍ପର୍କରେ କୋର୍ଟଙ୍କୁ ସୂଚନା ଦେବାକୁ ଆଟର୍ଣ୍ଣି ଜେନେରାଲଙ୍କୁ କୁହାଯାଇଛି।

ମାମଲାର ଶୁଣାଣି ପ୍ରଧାନ ବିଚାରପତି କହିଥିଲେ ଆମକୁ ଏହା ଧ୍ୟାନ ରଖିବାକୁ ପଡିବ ଯେ, ରାଘବ ଚଡ୍ଡା ବହୁତ କମ ବୟସର ଏମପି ଏବଂ ଏହା ତାଙ୍କର ପ୍ରଥମ କାର୍ଯ୍ୟକାଳ। ସେ ବିନା ସର୍ତ୍ତରେ କ୍ଷମା ମାଗିନେବେ। ଏଭଳି ଏହି ବିଷୟକୁ ଶେଷ କରିବା ଉଚିତ।

 


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍‌ନ୍ୟୁଜ୍‌, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…

ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି,…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri