Posted inଜାତୀୟ

ରାଜ୍ୟ ସଭା ପାଇଁ ବଡ଼ ନିଷ୍ପତ୍ତି ନେଲା ଏଏପି: ରାଘବ, ସଞ୍ଜୟଙ୍କୁ ଦେଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୬: ସୋମବାରଠାରୁ ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଜାରି ରହିଛି। ଅଧିବେଶନର ପ୍ରଥମ ଦୁଇ ଦିନରେ ଏମ୍‌ପିମାନଙ୍କୁ ଲୋକ ସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରାଯାଉଛି। ବୁଧବାର ଲୋକ ସଭା ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପରେ ରାଜ୍ୟ ସଭାର ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟ ସଭା ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ଆମ ଆଦମୀ ପାର୍ଟି ସଞ୍ଜୟ ସିଂ ଏବଂ ରାଘବ ଚଡ୍ଡାଙ୍କୁ ଏକ ବଡ ଦାୟିତ୍ୱ ଦେଇଛି।

ଏଏପି ସଞ୍ଜୟ ସିଂଙ୍କୁ ରାଜ୍ୟ ସଭାରେ ଏହାର ନେତା ଭାବରେ ମନୋନୀତ କରିଛି। ଏଥି ସହ ରାଘବ ଚଡ୍ଡାଙ୍କୁ ରାଜ୍ୟ ସଭାରେ ଉପନେତା ହେବେ। ସେହିପରି ଏନଡି ଗୁପ୍ତାଙ୍କୁ ରାଜ୍ୟ ସଭାରେ ହ୍ବିପ୍‌ ମୁଖ୍ୟ କରାଯାଇଛି। ଦିଲ୍ଲୀ ଏବଂ ପଞ୍ଜାବର ଶାସକ ଏଏପିର ରାଜ୍ୟ ସଭାରେ ୧୦ ଜଣ ଏମ୍‌ପି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri