Categories: ଜାତୀୟ

‘ମୋଦି ନିର୍ବାଚନ ହାରୁଛନ୍ତି…ସେଥିପାଇଁ ଏମିତି କରୁଛନ୍ତି’, ନିଜ ଗରିଫକୁ ନେଇ କହିଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୫।୧୦: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ପଚରାଉଚରା ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ରାଜ୍ୟ ସଭା ଏମପି ତଥା ଆମ ଆଦମୀ ପାର୍ଟିର ନେତା ସଞ୍ଜୟ ସିଂଙ୍କୁ ଗିରଫ କରିଛି। ତାଙ୍କୁ ରିମାଣ୍ଡରେ ନେବାକୁ ଇଡି ଗୁରୁବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର ହୋଇଛି।

Share