Posted inଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ: ଖଣ୍ଡନ କଲା ପୋଲିସ

ନୂଆଦିଲ୍ଲୀ,୮।୧୨- ଆନ୍ଦୋଳନରତ କୃଷକଙ୍କୁ ଭେଟିବାର ପର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ ରଖାଯାଇଥିବା ମଙ୍ଗଳବାର ସକାଳେ ଅଭିଯୋଗ ଆଣିଥିଲା ଆମ ଆଦମି ପାର୍ଟି (ଏଏପି)। ଏହାକୁ ଖଣ୍ଡନ କରିଛନ୍ତି ଦିଲ୍ଲୀର ଉତ୍ତର ଜିଲାର ଡିସିପି ଆଣ୍ଟୋ ଅଲଫୋନସେ। ଅଭିଯୋଗରେ କୌଣସି ସତ୍ୟତା ନାହିଁ ଓ ଏହା ସମ୍ପୂର୍ଣ୍ଣ ଭିତ୍ତିହୀନ। କେଜରିଓ୍ବାଲ ଗତକାଲି ରାତି ୮ ଟାରେ ସିଙ୍ଘୁ ସୀମାକୁ ଯାଇ ୧୦ଟାରେ ଫେରିଥିଲେ। କୌଣସି ପ୍ରକାର ଅସୁବିଧା ନ ଥିବା ଆଲଫୋନସେ କହିଛନ୍ତି।

ଉଲ୍ଲେଖଥାଉ କି, କାହାକୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଯିବାକୁ କିମ୍ବା ବାହାରିବାକୁ ଅନୁମତି ନ ଥିବା ଏଏପି ପକ୍ଷରୁ ଅଭିଯୋଗ କରାଯାଇଥିଲ। ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କେଜରିଓ୍ବାଲଙ୍କ ବାସଭବନକୁ ଯାଇଥିଲେ। ତାଙ୍କୁ ମଧ୍ୟ ପୋଲିସ ଛାଡ଼ି ନ ଥିଲା। କେନ୍ଦ୍ର ସରକାରଙ୍କ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀଙ୍କ ସହ ଖରାପ ବ୍ୟବହାର କରିଥିବା ଅଭିଯୋଗ କରିଥିଲେ ଉପମୁଖ୍ୟମନ୍ତ୍ରୀ ସୁସୋଦିଆ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?