Posted inଜାତୀୟ

ୟୁସିସି ନେଇ ଭାଜପାକୁ ସମର୍ଥନ କଲା ଏଏପି…

ନୂଆଦିଲ୍ଲୀ,୨୮।୬ : ଆମ ଆଦମୀ ପାର୍ଟି (ଏଏପି) ନେତା ବୁଧବାର କହିଛନ୍ତି ତାଙ୍କ ଦଳ ୟୁନିଫର୍ମ ସିଭିଲ କୋଡ (ୟୁସିସି) କୁ ସମର୍ଥନ କରେ କାରଣ ସମ୍ବିଧାନର ଧାରା ୪୪ ମଧ୍ୟ ଦେଶରେ ୟୁସିସି ରହିବା ଉଚିତ ବୋଲି କହିଛି। ମଙ୍ଗଳବାର ଭୋପାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁନିଫର୍ମ ସିଭିଲ କୋଡ ନେଇ ବିବୃତ୍ତି ଦେବାର ଗୋଟିଏ ଦିନ ପରେ ଏଏପିର ଏହି ପ୍ରତିକ୍ରିୟା ଆସିଛି।

ପଞ୍ଜାବର ଏଏପିର ରାଜ୍ୟସଭା ଏମପି ସନ୍ଦୀପ ପଠକ କହିଛନ୍ତି ଆମେ ୟୁନିଫର୍ମ ସିଭିଲ କୋଡକୁ ସମର୍ଥନ କରୁଛୁ। ସେଥିପାଇଁ ସମସ୍ତ ଧର୍ମ, ରାଜନୈତିକ ଦଳ ଏବଂ ସଂଗଠନଙ୍କ ସହ ବ୍ୟାପକ ପରାମର୍ଶ ପରେ ସରକାର ଏହି ପ୍ରସଙ୍ଗରେ ସହମତି ପ୍ରକାଶ କରିବା ଉଚିିତ।
ଭାରତୀୟ ଜନତା ପାର୍ଟିର କାର୍ଯ୍ୟକ୍ରମରେ ୟୁନିଫର୍ମ ସିଭିଲ କୋଡ ପାଇଁ ଜୋରଦାର ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ଅଭିଯୋଗ କରିଛନ୍ତି ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ମୁସଲମାନମାନଙ୍କୁ ବିଭ୍ରାନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ସ୍କୁଲରେ ପଶି ଉର୍ଦ୍ଦୁ ଶିକ୍ଷକଙ୍କୁ ପିଟିଲେ BJP କର୍ମୀ

ହାଇଦ୍ରାବାଦ,୨୯।୬: ତେଲଙ୍ଗାନାର ନିଜାମାବାଦରେ ଏକ ଘଟଣା ସାମ୍ନାକୁ ଆସିଛି, ଯାହା କଂଗ୍ରେସ ନେତା ଡକ୍ଟର ଶମା ମହମ୍ମଦଙ୍କୁ ତାଙ୍କ ନିଜ ସରକାରଙ୍କ ନିକଟରେ ଦୃଢ଼ ଦାବି କରିବାକୁ…

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri