Posted inଜାତୀୟ

ହିମାଚଳ ପ୍ରଦେଶର ସମସ୍ତ ୬୮ ବିଧାନସଭା ଆସନରେ ଲଢିବ ଏଏପି

ଶିମଲା,୨୦ ।୯: ଆମ ଆଦମୀ ପାର୍ଟି(ଏଏପି) ବେଳକୁ ବେଳ ଶକ୍ତିଶାଳୀ ହେବାକୁ ଲାଗିଛି । ଏବେ ସେ ଦେଶର ପ୍ରାୟ ସମସ୍ତ ରାଜ୍ୟରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ ହୋଇ ଗଲାଣି । ୨୦୨୨ ନଭେମ୍ବରରେ ହିମାଚଳ ପ୍ରଦେଶରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନରେ ଏଏପି ସମସ୍ତ ଆସନରେ ପ୍ରାର୍ଥୀ ଦେବ ବୋଲି କହିଛି । ଏହାକୁ ନେଇ ଏଏପି ମୋଟ ୬ଟି ରାଜ୍ୟରେ ନିର୍ବାଚନ ଲଢିବ ବୋଊି କହିଛି । ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୁଜରାଟ ଓ ଗୋଆ ବିଧାନସଭା ନିର୍ବାଚନରେ ଏଏପି ଭାଗ ନେଉଥିବା ବେଳେ ହିମାଚଳ ପ୍ରଦେଶରେ ଭାଗ ନେବାକୁ ବେଶ୍ ଉତ୍ସାହିତ ଥିବା ପରିଲକ୍ଷିତ ହୋଇଛି । ରତନେଶ ଗୁପ୍ତିା ଏହାର ଦାୟିତ୍ୱ ନେବେ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେତାଜୀ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଆ ପୁଅ ସତ୍ୟ

ବ୍ୟାଙ୍କକ୍‌/ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ ଦେଶପ୍ରେମୀ, ତେଜସ୍ବୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୂତାର ଥାଇଲାଣ୍ଡରେ...

ଦୁର୍ଘଟଣାରେ ଦୁଇ ଝିଅଙ୍କୁ ହରାଇଥିଲେ ଦମ୍ପତି, ୨ ବର୍ଷ ପରେ ଘଟିଲା ଏମିତି କିଛି

ବିଶାଖାପାଟନମ୍‌,୨୦।୯: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀରେ ୧୫ ସେପ୍ଟେମ୍ବର ୨୦୧୯ରେ ଏକ ଡଙ୍ଗା ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କର ମୃତୃ୍ୟ ହୋଇଛି। ଏଥିରେ...

ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଦିଲ୍ଲୀ ଭୋଟିଂ ତାରିଖ ମନୋଜ ତିଓ୍ବାରୀଙ୍କୁ ଥିଲା ଜଣା: ଏଏପି

ନୂଆଦିଲ୍ଲୀ,୭।୧: ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହୋଇଛି। ତେବେ ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଭୋଟିଂ ତାରିଖ...

ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ

କାଠମାଣ୍ଡୁ,୬।୫: ହିମାଳୟର କାଞ୍ଚନଜଙ୍ଘା ଶୃଙ୍ଗ ନିକଟରେ ଜଣେ ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ଚଳିତ ବର୍ଷ ହିମାଳୟ ଆରୋହଣ ଋତୁରେ ଏହା ତୃତୀୟ ମୃତ୍ୟୁ ଘଟଣା।...

ବୈଷ୍ଣୋଦେବୀ ମନ୍ଦିରର ୮ପୂଜାରୀ କରୋନା ପଜିଟିଭ୍‌

କଟରା,୧୩।୮: କରୋନା ଲକ୍‌ଡାଉନ ଯୋଗୁ ବନ୍ଦ ହୋଇପଡ଼ିଥିବା ବୈଷ୍ଣୋଦେବୀ ଯାତ୍ରା ଆରମ୍ଭ କରିବାକୁ ଜମ୍ମୁ-କଶ୍ମୀର ପ୍ରଶାସନ ନିଷ୍ପତ୍ତି ନେଇଛି। କିନ୍ତୁ ଯାତ୍ରା ଆରମ୍ଭ ହେବା ପୂର୍ବରୁ...

ବିଦେଶ ଗସ୍ତରେ ରାହୁଲ

ନୂଆଦିଲ୍ଲୀ,୧୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସକାଳେ ବିଦେଶ ଗସ୍ତରେ ଯାଇଛନ୍ତି। ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଓ ମୌସୁମୀ ଅଧିବେଶନ ହେବାକୁ ଥିବା...

୨୪ଘଣ୍ଟା ମଧ୍ୟରେ ଡବ୍ଲୁଏଫ୍‌ଆଇରୁ ପଦରୁ ଇସ୍ତଫା ଦିଅନ୍ତୁ ବ୍ରଜଭୂଷଣ: କ୍ରୀଡା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୧: ଭାରତୀୟ ରେସଲିଂ ଫେଡେରେଶନର ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂଙ୍କ ଅଡ଼ୁଆ ବେଳକୁ ବେଳ ବଢ଼ିବାରେ ଲାଗିଛି। ଯୌନ ନିର୍ଯାତନା ଓ ଜନ୍ତର ମନ୍ତରରେ କୁସ୍ତିଯୋଦ୍ଧାଙ୍କ...

ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୭୦ ହଜାରରୁ ଅଧିକ ଚିହ୍ନଟ, ୯୬୪ ମୃତ୍ୟୁ

ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୭୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

Advertisement
Archives

Model This Week