Posted inଜାତୀୟ

 ପଞ୍ଜାବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଆପ୍‌

ନୂଆଦିଲ୍ଲୀ,୧୭।୧: ଆମ ଆଦମୀ ପାର୍ଟି ମଙ୍ଗଳବାର ପଞ୍ଜାବ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ। ଦିଲ୍ଲୀମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପାର୍ଥୀଙ୍କ ନାମ ଘୋଷଣା କରିବେ। ଏନେଇ ମଙ୍ଗଳବାର ପଞ୍ଜାବର ମୋହାଲିଠାରେ ଏକ ଖବରଦାତା ସମ୍ମିଳନୀରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ପଞ୍ଜାବ ବିଧାନସଭାରେ ଯଦି ଆପ୍‌ ସଂଖ୍ୟାଗରିଷ୍ଠତା ହାସଲ କରେ ତେବେ ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନାହିଁ ବୋଲି ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ପୂର୍ବରୁ ଫେବୃୟାରୀ ୧୪ରେ ପଞ୍ଜାବର ବିଧାନସଭା ନିର୍ବାଚନ ହେବା ନେଇ ତାରିଖ ଘୋଷଣା ହୋଇଥିଲା। ହେଲେ ସୋମବାର ନିର୍ବାଚନ କମିଶନ ନିର୍ବାଚନ ତାରିଖକୁ ଫେବୃୟାରୀ ୨୦କୁ ଘୁଞ୍ଚାଇ ଦେଇଛନ୍ତି। ମାର୍ଚ୍ଚ ୧୦ରେ ଭୋଟ୍‌ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ...

ରାହୁଲ ମୁହଁ ଖୋଲିଲେ: ସରକାରଙ୍କ ନିଷ୍ପତ୍ତିି ରାଷ୍ଟ୍ରୀୟ ସୁରକ୍ଷା ପ୍ରତି ସୃଷ୍ଟି କରିଛି ବିପଦ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି...

ପଞ୍ଜାବରେ ୧୦ ବିଧାୟକଙ୍କୁ ପ୍ରାର୍ଥୀ କଲା ଏଏପି

ଚଣ୍ଡିଗଡ଼,୧୨।୧୧: ୨୦୨୨ ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) । ୧୦...

ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍‌: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି...

ମୃତ୍ୟୁ ପୂର୍ବରୁ ପ୍ରେମିକାଙ୍କୁ ରକ୍ତଭରା ବିୟର୍‌ ବୋତଲ ପଠାଇଲେ ପ୍ରେମିକ

ଚେନ୍ନାଇ,୩୦।୮: ତାମିଲନାଡୁର ନଙ୍ଗନଲୁରରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ନିଜ ହାତ କାଟି ଆତ୍ମହତ୍ୟା କରିଛନ୍ତି। ଏହାପୂର୍ବରୁ ସେ ଏକ ବିୟର୍‌ ବୋତଲରେ...

ପାକ୍‌ ସେନା ଗୁଳିରେ ମହିଳା ମୃତ

ଶ୍ରୀନଗର,୨୫-୧୦ (ପି.ଟି.):ଏଲ୍‌ଓସି ଅନ୍ତର୍ଗତ ଜମ୍ମୁ-କଶ୍ମୀରର ତଙ୍ଗଧର ସେକ୍ଟରରେ ପାକିସ୍ତାନ ସେନାର ଗୁଳିମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପାକିସ୍ତାନୀ ସୈନ୍ୟଙ୍କ...

୪ ମହଲାରୁ ଖସିଲା ଲିଫ୍ଟ: ବର୍ତ୍ତିଲେ ଅଜିତ ପାଓ୍ବାର

ନୂଆଦିଲ୍ଲୀ,୧୬।୧ : ଏନ୍‌ସିପି ନେତା ଅଜିତ ପାଓ୍ବାର ଶନିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁଣେର ଏକ ହସ୍ପିଟାଲ ବିଲ୍ଡିଂ ଉଦ୍‌ଘାଟନ କରିବାକୁ ପାଓ୍ବାର ଯାଇଥିଲେ। ସେ...

୫ ପ୍ରତିଶତ ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୯।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ୫ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା। ବୁଧବାର ମୋଦିଙ୍କ ନେତୃତ୍ୱାଧୀନ କ୍ୟାବିନେଟ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ...

Advertisement
Archives

Model This Week