Posted inଜାତୀୟ

କେଜରିଓ୍ବାଲଙ୍କ ଯାଚିକା ଖାରଜ ହେବା ପରେ ବଡ଼ ଘୋଷଣା କଲା ଏଏପି

ନୂଆଦିଲ୍ଲୀ,୯।୪: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଯାହାକୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି, ଇଡି କେଜରିଓ୍ବାଲଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ରଖିଛି।

ତେବେ ଦିଲ୍ଲୀ ହାଇକୋର୍ଟର ଏହି ନିଷ୍ପତ୍ତିରେ ଏଏପି ସହମତ ହୋଇନାହିଁ। ମିଳିଥିବା ସୂଚନା ଅନୁଯାୟୀ, ଏଏପି ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବ। କୁହାଯାଉଛି ଯେ, ଆସନ୍ତାକାଲି ଅର୍ଥାତ ବୁଧବାର କେଜରିୱାଲଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯିବ।

ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏକ ଖବରଦାତା ସମ୍ମିଳନୀରେ ଏଏପି ନେତା ସୌରଭ ଭରଦ୍ୱାଜ ଏପରି ଘୋଷଣା କରିଛନ୍ତି। ସେ କହିଛନ୍ତି, ତଥାକଥିତ ଅବକାରୀ ଦୁର୍ନୀତି ମାମଲାରେ ଏପର୍ଯ୍ୟନ୍ତ ଯାହା ଘଟିଛି ତାହା ଦେଖିଲେ ବୁଝିହେବ ଯେ, ମାମଲା ଅର୍ଥ ହେରଫେର ନୁହେଁ ବରଂ ଭାରତ ଇତିହାସରେ ଘଟିଥିବା ଏକ ରାଜନୈତିକ ଷଡଯନ୍ତ୍ର।

ଜଷ୍ଟିସ ସ୍ବର୍ଣ୍ଣକାନ୍ତ ଶର୍ମା କହିଛନ୍ତି ଯେ, କେଜରିୱାଲଙ୍କ ଗିରଫଦାରୀ ଆଇନଗତ ବ୍ୟବସ୍ଥାର ଉଲ୍ଲଂଘନ ନୁହେଁ। ରିମାଣ୍ଡରେ ବେଆଇନ ଭାବେ ରଖାଯାଇପାରିବ ନାହିଁ। ଗିରଫ ବ୍ୟତୀତ ବର୍ତ୍ତମାନ ନ୍ୟାୟିକ ହେପାଜତରେ ଥିବା କେଜରିୱାଲ ମଧ୍ୟ ଇଡି ହେପାଜତରେ ଥିବା ରିମାଣ୍ଡରେ ଚ୍ୟାଲେଞ୍ଜ କରିଛନ୍ତି। ଏହି ମାମଲା ୨୦୨୧-୨୨ରେ ଦିଲ୍ଲୀ ସରକାରଙ୍କ ଅବକାରୀ ଦୁର୍ନୀତିରେ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ସମ୍ପୃକ୍ତ, ଯାହା ପରେ ବାତିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri