ଓଡ଼ିଶାରେ ନିର୍ବାଚନ ଲଢିବ ଏଏପି, ପ୍ରାର୍ଥୀ ଫାଇନାଲ!

ଭୁବନେଶ୍ୱର,୬।୪: ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଥିବା ଆଗାମୀ ବିଧାନସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇବ ଆମ ଆଦମୀ ପାର୍ଟି (ଏଏପି)। ପାର୍ଟିର ଓଡିଶା ମୁଖ୍ୟ ନିଶିକାନ୍ତ ମହାପାତ୍ର ଏକ ଖବରଦାତା ସମ୍ମିଳନୀ କରି ଏହା ଘୋଷଣା କରିଛନ୍ତି।

ନିଶିକାନ୍ତ କହିଛନ୍ତି, ଦେଶର ରାଜନୀତିରେ ସୃଷ୍ଟି ହୋଇଥିବା ବିରୋଧୀ ଶୂନ୍ୟ ପରିବେଶକୁ ଏଏପି ଦୂର କରିବାକୁ ଚେଷ୍ଟା କରିବ। ଏଥିପାଇଁ ଏଏପି ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଖୁବଶୀଘ୍ର ଦଳ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ସେ କହିଛହିନ୍ତି। ଆମ ଆଦମୀ ପାର୍ଟି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସେ ଆହୁରି କହିଛନ୍ତି, ଏଏପି ତା’ର ପାଣି, ବିଜୁଳି, ଶିକ୍ଷା , ସ୍ବାସ୍ଥ୍ୟ ଓ ରୋଜଗାର ଭଳି ମୌଳିକ ପ୍ରସଙ୍ଗକ ନେଇ ଓଡ଼ିଶାରେ ଲୋକଙ୍କ ନିକଟକୁ ପହଞ୍ଚିବ। ଏଏପି ରାଜ୍ୟର ସମସ୍ତ ୧୪୭ ବିଧାନସଭା ନିର୍ବାଚନମଣ୍ଡଳିରେ ପ୍ରାର୍ଥୀ ଦେବା ପାଇଁ ଉଦ୍ୟମ କରିବ। ତେବେ ଓଡିଶାରେ ଏଏପି ଲୋକ ସଭା ନିର୍ବାଚନ ଲଢିବନି ବୋଲି ସେ କହିଛନ୍ତି। ଯେହେତୁ ଇଣ୍ଡିଆ ମେଣ୍ଟକୁ ଏଏପି ସମର୍ଥନ କରୁଛି, ଏଣୁ ଓଡିଶାରେ ଏଏପି ଲୋକ ସଭା ନିର୍ବାଚନ ଲଢିବାତ୍‌କୁ ଏତେଟା ଗୁରୁତ୍ୱ ଦେଇନାହିଁ। ତେବେ ଏପ୍ରିଲ ୧୧ କିମ୍ବା ୧୨ ଚୂଡାନ୍ତ ପ୍ରାର୍ଥୀ ତାଲିକା ଜାରି ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?