Posted inଜାତୀୟ

ଦଳ ଛାଡିଥିବା ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆପ୍‌ର ବଡ଼ ଉଦ୍ୟମ

ନୂଆଦିଲ୍ଲୀ,୨୬ା୪: ବରିଷ୍ଠ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ାଙ୍କ ସମେତ ୭ ଜଣ ଏମ୍‌ପି ଦଳ ଛାଡ଼ି ଭାଜପାରେ ଯୋଗ ଦେଇଥିବା ବେଳେ ସେମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଆପ୍‌ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସେମାନଙ୍କୁ ଅଯୋଗ୍ୟ ଘୋଷଣା ଦାବିରେ ବରିଷ୍ଠ ଆପ୍‌ ନେତା ସଞ୍ଜୟ ସିଂ ରବିବାର ରାଜ୍ୟ ସଭା ଅଧ୍ୟକ୍ଷ ସି.ପି. ରାଧାକ୍ରିଷ୍ଣନଙ୍କ ନିକଟରେ ଆବେଦନ କରିଛନ୍ତି। ଚଢ଼ାଙ୍କ ନେତୃତ୍ୱରେ ଏମ୍‌ପିମାନେ ଦଳବଦଳ ନିରୋଧୀ ଆଇନର ବ୍ୟବସ୍ଥା ବିରୋଧରେ ଯାଇ ଭାଜପାରେ ଯୋଗଦେଇଥିବା ଏକ ଖବରଦାତା ସମ୍ମିଳନୀରେ ସଞ୍ଜୟ କହିଛନ୍ତି।

ସେମାନେ ଆପ୍‌ ଟିକେଟରେ ରାଜ୍ୟ ସଭାକୁ ନିର୍ୱାଚିତ ହୋଇଥିଲେ। ପରେ ସେମାନେ ଦଳ ଛାଡ଼ି ଭାଜପାରେ ଯୋଗଦେଇଥିବାରୁ ସେମାନଙ୍କ ସଦସ୍ୟତା ରଦ୍ଦ ହେବା ଆବଶ୍ୟକ ବୋଲି ସଞ୍ଜୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri