Posted inଜାତୀୟ

ମଧ୍ୟପ୍ରଦେଶରେ ଏଏପିର ଜୋରଦାର ଏଣ୍ଟ୍ରି…

ଭୋପାଳ,୧୭।୭ : ମଧ୍ୟପ୍ରଦେଶ ପୌରସଂସ୍ଥା ନିର୍ବାଚନରେ, ଯେଉଁଠାରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ଅଗ୍ରଗତି କରୁଛି, କଂଗ୍ରେସ ଏହାର ପ୍ରଦର୍ଶନକୁ ସୁଦୃଢ଼ କରୁଥିବା ଜଣାପଡିଛି। ଏହି ସମୟରେ, ଆମ ଆଦମୀ ପାର୍ଟି (ଏଏପ) ସିଙ୍ଗରୋଲିରେ ଏକ ଜୋରଦାର ଏଣ୍ଟ୍ରି କରିଛି। ସିଙ୍ଗରୋଲିରେ କଂଗ୍ରେସ ଓ ଭାଜପାକୁ ଏକ ବଡ଼ ଝଟକା ଦେଇ ଏଏପି ୨୧ ୱାର୍ଡରେ ଅଗ୍ରଣୀ ହାସଲ କରିଛି। ଏଠାରେ ଭାଜପା ଦ୍ୱିତୀୟ ଏବଂ କଂଗ୍ରେସ ତୃତୀୟ ସ୍ଥାନରେ ରହିଛି।

ସିଙ୍ଗରୋଲିରେ ସମୁଦାୟ ୪୫ ଟି ୱାର୍ଡ ଅଛି। ସେଥିମଧ୍ୟରୁ ଭାଜପା ୯ରେ ଅଗ୍ରଣୀ ଥିବାବେଳେ କଂଗ୍ରେସ ୬ ଟି ୱାର୍ଡରେ ଆଗୁଆ ରହିଛି। ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଆମ ଆଦମୀ ପାର୍ଟି ଏଠାରେ ୨୧ ଟି ୱାର୍ଡରେ ଆଗୁଆ ରହିଛି। ଏଥି ସହିତ ଦଳର ପ୍ରାର୍ଥୀ ରାନୀ ଅଗ୍ରୱାଲ ମେୟର ପଦ ପାଇଁ କ୍ରମାଗତ ଭାବରେ ଆଗୁଆ ରହିଛନ୍ତି। ଅପରପକ୍ଷରେ ଆମ ଆଦମୀ ପାର୍ଟିର ପ୍ରାର୍ଥୀ ଗୀତା କୁଶୱାହା ମଧ୍ୟ ଓରଛା ମ୍ୟୁନିସିପାଲିଟି ପରିଷଦର ୱାର୍ଡ ନମ୍ବର ୩ରେ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?