ପସନ୍ଦ ଆସିଲାନି ଆରାଧ୍ୟାଙ୍କ ହେୟାର ଷ୍ଟାଇଲ୍‌

ମୁମ୍ବାଇ: ଅମିତାଭ ବଚ୍ଚନ-ଜୟା ବଚ୍ଚନଙ୍କ ନାତୁଣୀ ଏବଂ ଅଭିଷେକ ବଚ୍ଚନ-ଐଶ୍ୱର୍ଯ୍ୟା ରାୟଙ୍କ ଝିଅ ଆରାଧ୍ୟା ବି-ଟାଉନର ପ୍ରସିଦ୍ଧ ଷ୍ଟାର୍‌କିଡ୍‌ଙ୍କଠାରୁ ଅନ୍ୟତମ। ଆରାଧ୍ୟାଙ୍କୁ ଏବେ ୧୧ ବର୍ଷ ବୟସ ହୋଇଛି। ସେ ପ୍ରାୟତଃ ତାଙ୍କ ପିତାମାତାଙ୍କ ସହ ଦେଖିବାକୁ ମିଳିଥାଏ। ଐଶ୍ୱର୍ଯ୍ୟା ଝିଅର ସମ୍ପୂର୍ଣ୍ଣ ଯତ୍ନ ନିଅନ୍ତି। ଯେତେବେଳେ ବି ସେ ବାହାରକୁ ଯାଆନ୍ତି, ସେ ନିଜ ଝିଅର ହାତକୁ କ୍ଷଣିକ ପାଇଁ ମଧ୍ୟ ଛାଡ଼ନ୍ତି ନାହିଁ। ଏଥିପାଇଁ ତାଙ୍କୁ ଅନେକ ଥର ଟ୍ରୋଲ କରାଯାଇଛି।

ऐश्वर्या-अभिषेक के साथ बेटी आराध्या बच्चन. (फोटो साभारः इंस्टाग्रामः @diehardfanofaishwaryarai_arb)

ଏହି ସମୟରେ, ଆରାଧ୍ୟା ତାଙ୍କ ମା’ଙ୍କ ସହ ଏକ ଇଭେଣ୍ଟରେ ପହଞ୍ଚିଥିଲେ। ଯେଉଁଠାରେ ସମସ୍ତେ ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହାର କାରଣ ଥିଲା ଆରାଧ୍ୟାଙ୍କ ଚେହେରା, ଉଚ୍ଚତା ଏବଂ ହେୟାର ଷ୍ଟାଇଲ। ଆରାଧ୍ୟା ଧଳା ରଙ୍ଗର ଏକ ଡ୍ରେସ୍‌ ପିନ୍ଧିଥିଲେ। ଏହା ଉପରେ ଏକ ଓଢ଼ଣୀ ବି ପକାଇଥିଲେ। ମୁଣ୍ଡରେ ଏକ ହେୟାର ବ୍ୟାଣ୍ଡ ବାନ୍ଧିଥିଲେ। କିନ୍ତୁ ତାଙ୍କ ହେୟାର ଷ୍ଟାଇଲ୍‌ ଲୋକଙ୍କୁ ପସନ୍ଦ ଆସିନି। ସେମାନେ ଐଶ୍ୱର୍ଯ୍ୟାଙ୍କୁ କହିଛନ୍ତି, ଝିଅର ହେୟାର ଷ୍ଟାଇଲ୍‌ ପରିବର୍ତ୍ତନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଘୋର ଅନର୍ଥ…ଏମିତି କାହିଁକି ହେଲା? ଚାଇନା ଜାହାଜ ଉପରେ ଆକ୍ରମଣ କଲା ରୁଷିଆ, ତାହା ପୁଣି ପୁଟିନଙ୍କ ଗସ୍ତର ୨ ଦିନ ପୂର୍ବରୁ

ବେଜିଂ,୧୯।୫: ୟୁକ୍ରେନ ଦାବି କରିଛି ଯେ ରୁଷିଆ ତାର ଘନିଷ୍ଠ ସହଯୋଗୀ ଚାଇନାର ଏକ ଜାହାଜ ଉପରେ ଆକ୍ରମଣ କରିଛି। ଅଲ ଜାଜିରାର ଏକ ରିପୋର୍ଟ ଅନୁଯାୟୀ,…

ଶାହରୁଖ ନା ସଲମାନ, କାହା ପାଖରେ ଅଛି ଅଧିକ ସମ୍ପତ୍ତି? ଜାଣନ୍ତୁ କିଏ କେତେ କୋଟିର ମାଲିକ

ମୁମ୍ବାଇ: ବଲିଉଡର ଦୁଇ ସବୁଠାରୁ ବଡ଼ ସୁପରଷ୍ଟାର ଶାହରୁଖ ଖାନ ଏବଂ ସଲମାନ ଖାନଙ୍କୁ ନେଇ ଦେଶ ତଥା ବିଦେଶରେ ପ୍ରବଳ କ୍ରେଜ୍‌ ରହିଛି। ଦଶନ୍ଧି ଦଶନ୍ଧି…

ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର

ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର…

ବିଚ୍‌ ରାସ୍ତାରେ ଜଣେ ଯୁବକ, ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, କହିଲେ-ଗୁଣ୍ଡାରାଜ ଶାସନ ପାଇଁ…

ଭୁବନେଶ୍ୱର, ୧୯।୫: ବ୍ରହ୍ମପୁରର ବିଚ୍‌ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବା ଘଟଣାରେ ପୂର୍ବତନ…

ରିପୋର୍ଟରେ ଦାବି, ଟ୍ରମ୍ପ୍ ଏବଂ ନେତାନ୍ୟାହୁଙ୍କୁ ହତ୍ୟା କରିବାକୁ ଯୋଜନା କରୁଛି ଇରାନ, ୫୬୦ କୋଟିର ଡିଲ!

ତେହରାନ,୧୯।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଇରାନ ଭିତରେ ଏକ ଆଲୋଚନା ଆରମ୍ଭ ହୋଇଛି…

ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଭାରତରେ ଥାଇ ଚେତାବନୀ ଦେଲେ ଶେଖ ହାସିନା: ମୋ ଅନୁପସ୍ଥିତିର ଅର୍ଥ ନୁହେଁ…

ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri