Posted inଖେଳ

ଭାରତ ବିପକ୍ଷ ଦ୍ୱିତୀୟ ଟି-୨୦ ପୂର୍ବରୁ ଅଡ଼ୁଆରେ ଅଷ୍ଟ୍ରେଲିଆ: ଟିମ୍‌ରୁ ବାହାର ହୋଇପାରନ୍ତି ଏହି ଦିଗ୍ଗଜ ଖେଳାଳି

ସିଡନୀ,୫।୧୨: ଭାରତ ବିପକ୍ଷ କାନବେରାରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ୧୧ ରନ୍‌ରେ ପରାସ୍ତ ହୋଇଛି ଅଷ୍ଟ୍ରେଲିଆ ଟିମ୍‌। ଲଗାତାର ଦୁଇଟି ମ୍ୟାଚ୍‌ରେ ଖରାପ ପ୍ରଦର୍ଶନ କରିବା ପରେ ଏବେ ଦଳ ଭିନ୍ନ ଅଡ଼ୁଆରେ ଫସୁଥିବା ନଜର ଆସୁଛି। ଦିନିକିଆ ସିରିଜ୍‌ ସମୟରେ ଓପନର ଡେଭିଡ ଓ୍ବାର୍ନର ଆହତ ହୋଇ ଟିମ୍‌ରୁ ବାହାରିଥିଲେ। ଏବେ ଅନେକ ଖେଳାଳି ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ଅଧିନାୟକ ଆରୋନ ଫିଞ୍ଚ।

ପ୍ରଥମ ଟି-୨୦ ମ୍ୟାଚ୍‌ରେ ଫିଞ୍ଚ ଆହତ ହୋଇଛନ୍ତି। ତାଙ୍କ ହିପ୍‌ରେ ଆଘାତ ଲାଗିଛି। ଏବେ ତାଙ୍କର ସ୍କାନ କରାଯାଇ ଫଳକୁ ଅପେକ୍ଷା କରାଯାଇଛି। ଏଣୁ ଫିଞ୍ଚ ଯଦି ବାକି ମ୍ୟାଚ୍‌ରୁ ଦଳରୁ ବାହାର ହୁଅନ୍ତି ତେବେ ଦଳ ପାଇଁ ଚ୍ୟାଲେଞ୍ଜ ହେବ। କାରଣ ପୂର୍ବରୁ ଉପଅଧିନାୟକ ପ୍ୟାଟ୍‌ କମିନ୍ସଙ୍କୁ ଆରାମ ଦିଆଯାଇଛି। ଏବେ ସେ ଟିମ୍‌ ବାହାରେ ଅଛନ୍ତି। ଫଳରେ ଦଳର ନେତୃତ୍ୱ କିଏ ନେବ ସେନେଇ ଚିନ୍ତା ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?