ଅଜବ ଅଭିଯାନ: ମାସ୍କ ନ ପିନ୍ଧିଥିବା ଲୋକଙ୍କର ଆଳତୀ କଲେ ବ୍ୟବସାୟୀ

ବାରାଣସୀ,୫।୪: କରୋନା ସଂକ୍ରମଣ ଏବେ ସାରା ରାଜ୍ୟରେ ବଢ଼ିବାରେ ଲାଗିଛି। ଗତ ୪ ଦିନରେ ଉତ୍ତରପ୍ରଦେଶ ବାରାଣସୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୧ହଜାରରୁ ଉର୍ଦ୍ଧ୍ୱ ରହିଛି। ଏଭଳି ସ୍ଥିତିରେ ଲୋକମାନେ ସଚେତନ ହେବା ଏବେ ଜରୁରୀ ହୋଇପଡ଼ିଛି। ଏହି କ୍ରମରେ ଲୋକଙ୍କୁ ସଚେତନତା କରାଇବା ପାଇଁ ବାରାଣସୀର ଏକ ସାମାଜିକ ସଂସ୍ଥା ବିଶେଶ୍ୱରାଗଞ୍ଜ ସ୍ଥିତ ଦୁଗ୍ଧ ବଜାରରେ ଏକ ଅଭିଯାନ ଚଳାଇଥିଲେ। ଏହି ସମୟରେ ଯେଉଁ ଲୋକମାନେ ମାସ୍କ ପିନ୍ଧି ନ ଥିଲେ ସେମାନଙ୍କୁ ବ୍ୟବସାୟୀମାନେ ଆଳତୀ କରିବା ସହ ମାସ୍କ ପିନ୍ଧିବାକୁ ନିବଦେନ କରିଥିଲେ। ଏଥିସହ କୋଭିଡ-୧୯ ନିୟମକୁ କଡ଼ାକଡ଼ି ପାଳନ କରିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଅପିଲ୍‌ କରିଥିଲେ। ଯଦି ଏସବୁ ନିୟମକୁ କଡ଼ାକଡ଼ି ପାଳନ କରାଯିବ ତେବେ ଯାଇ ଆମେ ମହାମାରୀ କରୋନା ସହ ଲଢ଼ିପାରିବା ବୋଲି ସାମାଜିକ ସଂସ୍ଥାର ଅଧ୍ୟକ୍ଷ ମୁକେଶ ଜୟସଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏକୁ ନେଇ ଆସାମରେ ଶାହାଙ୍କୁ କଳା ପତାକା ପ୍ରଦର୍ଶନ

ଗୁଆହାଟି, ୨୫।୧: ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅସାମ ଗସ୍ତ ସମୟରେ କଳା ପତାକା ପ୍ରଦର୍ଶନ ସହିତ ମଶାଲ...

ଲୋକ ସଭାର ସ୍ପେଶାଲ ୧୧ ଏମ୍‌ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ

ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍‌ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍‌ ରାଜ୍ୟରୁ ୧୩,୨୨,୮୩୧ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର...

୩ ମାସ ପୂର୍ବରୁ ଧନୀଙ୍କୁ ମିଳିଛି କରୋନା ଟୀକା: ଗରିବଙ୍କୁ ମିଳିବ କେବେ

ମସ୍କୋ, ୨୧।୭: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଜାରି ରହିଛି। ରୁଷ୍‌ରେ କରୋନା ସଂକ୍ରମଣ ସ୍ଥିତି ମଧ୍ୟ ଜଟିଳ ହେବାରେ ଲାଗିଛି। ତେବେ ଗଣମାଧ୍ୟମ...

ପଶ୍ଚିମବଙ୍ଗ ହିଂସାକୁ ନେଇ ରାଜ୍ୟପାଳ ଡାକିଲେ ସର୍ବଦଳୀୟ ବୈଠକ

କୋଲକାତା,୧୩।୬: ଲୋକ ସଭା ନିର୍ବାଚନ ସମୟରୁ ପଶ୍ଚିମବଙ୍ଗରେ ଲାଗି ରହିଥିବା ରାଜନୈତୀକ ହିଂସା ଥିମିବାର ନାଁ ନେଉନି। ଏହା ବେଳକୁ ବେଳ ଉଗ୍ର ହେଉଥିବାରୁ ରାଜ୍ୟପାଳ...

ଅଯୋଧ୍ୟାରେ ତିଆରି ହେବ ୧୦୧ଫୁଟ୍‌ ଉଚ୍ଚ ମୁଖ୍ୟମନ୍ତ୍ରୀଙ୍କ ଭବ୍ୟ ମନ୍ଦିର

ଲକ୍ଷ୍ନୌ,୨୧।୨: ରାମଙ୍କ ସହର ଅଯୋଧ୍ୟାରେ ଅନେକ ମଠ ଏବଂ ମନ୍ଦିର ରହିଛି। କିନ୍ତୁ ବର୍ତ୍ତମାନ ଏହି ସହର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ଦିର ସହିତ ପରିଚିତ...

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆଉ ଜଣେ ଗିରଫ

ନୂଆଦିଲ୍ଲୀ, ୧୬ା୫: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ସୋମବାର ଇଣ୍ଡିଆ ଆହେଡ୍‌ ନ୍ୟୁଜ୍‌ର ଅରବିନ୍ଦ କୁମାର ସିଂଙ୍କୁ ଗିରଫ କରିଛି। ବେଆଇନ ଭାବେ ସଂଗୃହୀତ...

ଅନୁବନ୍ଧିତ ଖେଳାଳିଙ୍କ ପାଇଁ ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବନି: ବିସିସିଆଇ

ନୂଆଦିଲ୍ଲୀ,୧୮।୫(ପି.ଟି.): ଚୁକ୍ତିବଦ୍ଧ କ୍ରିକେଟରଙ୍କ ପାଇଁ କୌଣସି ଟ୍ରେନିଂ କ୍ୟାମ୍ପ ଆୟୋଜନ ହେବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସ୍ପଷ୍ଟ କରିଛି। ବିଭିନ୍ନ...

Advertisement
Archives

Model This Week