ଶୁଟିଂ ସମୟରେ ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହୃଦ୍‌ଘାତ

ସୁପର୍‌ହିଟ ମ୍ୟୁଜିକାଲ ଡ୍ରାମା ଫିଲ୍ମ ‘ଆଶିକ୍‌’ର ପ୍ରସିଦ୍ଧ ଅଭିନେତା ରାହୁଲ ରାୟଙ୍କୁ ହୃଦ୍‌ଘାତ ହୋଇଛି। ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାହୁଲ ଶ୍ରୀନଗରରେ ଫିଲ୍ମ ‘କାରଗିଲ୍‌’ ପାଇଁ ଶୁଟିଂ କରୁଥିବା ସମୟରେ ଏହି ଘଟଣା ଘଟିଛି। ଏବେ ତାଙ୍କ ଅବସ୍ଥା ଗୁରୁତର ରହିଥିବା କୁହାଯାଉଛି। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତରମାନେ କହିଛନ୍ତି ଯେ, ରାହୁଲଙ୍କ ମସ୍ତିଷ୍କର ବାମ ଭାଗରେ ରକ୍ତ ଜମାଟ ବାନ୍ଧିଛି। ସୁସ୍ଥ ହେବାକୁ ସମୟ ଲାଗିବ। ସୋସିଆଲ ମିଡିଆରେ ରାହୁଲଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି। ଫିଲ୍ମଟି ବହୁତ ଉଚ୍ଚରେ ଶୁଟିଂ କରାଯାଉଥିଲା। ଉଚ୍ଚତା ଯୋଗୁ ଅମ୍ଳଜାନର ଅଭାବ ଦେଖାଦେଇଥିଲା ଏବଂ ଶୁଟିଂ ସେଟ୍‌ର ଅନ୍ୟ ସଦସ୍ୟମାନେ ନିଃଶ୍ୱାସ ନେବାରେ ଅସୁବିଧା ଭୋଗୁଥିଲେ। ୧୯୯୦ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଆଶିକ୍‌’ରେ ରାହୁଲ ନିଜର ବଲିଉଡରେ ଡେବ୍ୟୁ କରିଥିଲେ। ରାହୁଲ ଏହି ଚଳଚ୍ଚିତ୍ରରେ ବହୁ ଲୋକପ୍ରିୟତା ହାସଲ କରିଥିଲେ। ଏହା ସତ୍ତ୍ୱେ ସେ ବଲିଉଡରେ ନିଜର କଳା ଦେଖାଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର

ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର…

ବିଚ୍‌ ରାସ୍ତାରେ ଜଣେ ଯୁବକ, ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, କହିଲେ-ଗୁଣ୍ଡାରାଜ ଶାସନ ପାଇଁ…

ଭୁବନେଶ୍ୱର, ୧୯।୫: ବ୍ରହ୍ମପୁରର ବିଚ୍‌ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବା ଘଟଣାରେ ପୂର୍ବତନ…

ରିପୋର୍ଟରେ ଦାବି, ଟ୍ରମ୍ପ୍ ଏବଂ ନେତାନ୍ୟାହୁଙ୍କୁ ହତ୍ୟା କରିବାକୁ ଯୋଜନା କରୁଛି ଇରାନ, ୫୬୦ କୋଟିର ଡିଲ!

ତେହରାନ,୧୯।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଇରାନ ଭିତରେ ଏକ ଆଲୋଚନା ଆରମ୍ଭ ହୋଇଛି…

ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଭାରତରେ ଥାଇ ଚେତାବନୀ ଦେଲେ ଶେଖ ହାସିନା: ମୋ ଅନୁପସ୍ଥିତିର ଅର୍ଥ ନୁହେଁ…

ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…

‘ଆମେରିକା ଉପରେ ଭରସା ନାହିଁ…’ଇରାନରୁ ଏକ ଚୂଡ଼ାନ୍ତ ନିଷ୍ପତ୍ତି ପାଇବା ପାଇଁ ପାକିସ୍ତାନୀ ମନ୍ତ୍ରୀ ନକଭି ଧାଇଁଲେ ତେହରାନ

ଇସଲାମାବାଦ,୧୯।୫: ଇରାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଇରାନର ବୈଦେଶିକ ମନ୍ତ୍ରୀ ଏବଂ ମୋହସିନ ନକଭିଙ୍କ ମଧ୍ୟରେ ହୋଇଥିବା ବୈଠକ ସମ୍ପର୍କରେ ଏକ ବିସ୍ତୃତ ବିବୃତ୍ତି ଜାରି କରିଛି।…

ଏବେ ଭାରତରେ ଆଉ ୯ ଦିନ ପାଇଁ ଗଚ୍ଛିତ ଅଛି ପେଟ୍ରୋଲ-ଡିଜେଲ! ସରକାରଙ୍କ ବିବୃତ୍ତି ଜାରି…

ନୂଆଦିଲ୍ଲୀ,୧୯।୫: ଆଜି ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା। ଏହା ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ବୃଦ୍ଧି। ପେଟ୍ରୋଲ ପମ୍ପଗୁଡ଼ିକରେ ପୂର୍ବରୁ ଭିଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri