Posted inଜାତୀୟ

‘ଆତ୍ମନିର୍ଭରଭାରତ’ ୨୦୨୦ର ଶବ୍ଦ ଭାବେ ଅକ୍ସଫୋର୍ଡ ଡିକ୍ସିନାରୀରେ ସାମିଲ

ନୂଆଦିଲ୍ଲୀ, ୨।୨: ଅକ୍ସଫୋର୍ଡ ଡିକ୍ସିନାରୀରେ ‘ଆତ୍ମନିର୍ଭରଭାରତ’କୁ ୨୦୨୦ର ଶବ୍ଦ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହାର ଅର୍ଥ ସେଲ୍ଫ-ରିଲାଏନ୍ସ୍‌ ବୋଲି ଡିକ୍ସିନାରୀରେ ଉଲ୍ଲେଖ କରାଯାଇଛି। ଏହି ହିନ୍ଦୀ ଶବ୍ଦକୁ ଚୟନ କରିବା ଲାଗି ଭାଷା ବିଶେଷଜ୍ଞ କ୍ରିତିକା ଅଗ୍ରଓ୍ବାଲ, ପୁନମ ନିଗମ୍‌ ଶାହାୟ ଏବଂ ଇମୋଜେନ୍‌ ଫକ୍ସେଲ୍‌ଙ୍କ ଦ୍ୱାରା ଗଠିତ ପରାମର୍ଶ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା। ‘ଆତ୍ମନିର୍ଭରଭାରତ’ ଶବ୍ଦ ସଂସ୍କୃତି ସହିତ ଜଡ଼ିତ ରହିଥିବା ଡିକ୍ସିନାରୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ମହାମାରୀ ସଙ୍କଟ ବିରୋଧରେ ଯୋଜନାବଦ୍ଧ ଭାବେ ଲଢ଼େଇ କରିବା ଲାଗି ‘ଆତ୍ମନିର୍ଭରଭାରତ’ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ। ପରବର୍ତ୍ତୀ ସମୟରେ ଏହା ବେଶ୍‌ ଲୋକପ୍ରିୟ ହୋଇପାରିଥିଲା। ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀର ରାଜପଥରେ ହୋଇଥିବା ପରେଡ଼ରେ ‘ଆତ୍ମନିର୍ଭରଭାରତ’ର ପ୍ରଜ୍ଞାପନ ମେଢ଼ ସାମିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡରଓ୍ବାଲର୍‌ଡ ସହ ନବାବ ମଲିକଙ୍କ ରହିଛି ସମ୍ପର୍କ: ଫଡନଭୀସ

ମୁମ୍ବାଇ,୧।୧୧: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ନବାବ ମଲିକ ଏବେ ଚର୍ଚ୍ଚାରେ ଅଛନ୍ତିି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ବିରୋଧରେ ଅତ୍ୟନ୍ତ...

ଇତିହାସର ଅନ୍ଧକାର ସମୟ ଏମର୍ଜେନ୍ସି

ନୂଆଦିଲ୍ଲୀ, ୧୯ା୬(ପି.ଟି.) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ଏମର୍ଜେନ୍ସିକୁ ଭାରତ...

ଭାଜପା କାର୍ଯ୍ୟାଳୟରୁ ଭାରତ ମାତା ମୂର୍ତ୍ତି ହଟିଲା…

ଚେନ୍ନାଇ,୯।୮ : ତାମିଲନାଡୁର ବ୍ରିଧୁନଗର ଜିଲାର ଭାଜପା କାର୍ଯ୍ୟାଳୟରୁ ଭାରତ ମାତାଙ୍କର ନୂତନ ସ୍ଥାପିତ ପ୍ରତିମୂର୍ତ୍ତିକୁ ହଟାଇ ଦିଆଯାଇଛି। ପୋଲିସ ଏବଂ ରାଜସ୍ବ ଅଧିକାରୀଙ୍କ ଏହି...

ଶ୍ରଦ୍ଧାଙ୍କ ଅସ୍ଥିକୁ ମେଶିନରେ ଗୁଣ୍ଡ କରିଥିଲେ ଆଫ୍‌ତାବ

ନୂଆଦିଲ୍ଲୀ,୮।୨: ଲିଭ୍‌-ଇନ୍‌ ପାର୍ଟନର ଶ୍ରଦ୍ଧା ଓ୍ବାଲ୍‌କରଙ୍କୁ ହତ୍ୟାକରି ଶରୀରକୁ ଖଣ୍ଡ ଖଣ୍ଡ କରିବା ପରେ ଅଭିଯୁକ୍ତ ଆଫତାବ ପୁନାଓ୍ବାଲା ସେଗୁଡ଼ିକୁ ଫିଙ୍ଗିବା ପୂର୍ବରୁ ଅସ୍ଥିଗୁଡ଼ିକୁ ଗୁଣ୍ଡ...

ବୁଦ୍ଧ ପୂର୍ଣ୍ଣିମାରେ ଲୁମ୍ବିନି ଯିବେ ମୋଦି, ନେପାଳ ପ୍ରଧାନମନ୍ତ୍ରୀଙ୍କ ସହ ହେବ ବାର୍ତ୍ତାଳାପ

ନୂଆଦିଲ୍ଲୀ,୧୬ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନେପାଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେ ଗୌତମ ବୁଦ୍ଧଙ୍କ ଜନ୍ମସ୍ଥାନ ଲୁମ୍ବିନି ଗସ୍ତ କରିବେ...

କପିଲ ମିଶ୍ରାଙ୍କୁ ମିଳିବ ଓ୍ବାଇ ପ୍ଲସ ସୁରକ୍ଷା!

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ପୂର୍ବରୁ ନିଜର ଉତ୍ତେଜିତ ଭାଷଣ ଭାଷଣ ପାଇଁ ଚର୍ଚ୍ଚାରେ ରହିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା କପିଲ ମିଶ୍ରାଙ୍କ ସୁରକ୍ଷାକୁ ବଢାଇ...

ରାହୁଲ ୧୦ ଜନ୍ମରେ ବି ସାବରକର ହୋଇପାରିବେ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୨।୪: କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ବୀର ସାବରକରଙ୍କ ନେଇ ରାହୁଲ ଦେଇଥିବା ମନ୍ତବ୍ୟକୁ ନେଇ...

ଲକ୍‌ଡାଉନ ପ୍ରଭାବ: ସାଥିଙ୍କ କେଶ କାଟୁଛନ୍ତି ପୋଲିସ

ଯୋଧପୁର,୨୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ଚିତ୍ର ସାମ୍ନାକୁ ଆସୁଛି। ଏହି ସମୟରେ...

Advertisement
Archives

Model This Week