Posted inଖେଳ

ଖୁସି ଖବର: ପିତା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍‌ ଏବି ଡିଭିଲିୟର୍ସ ତୃତୀୟଥର ପାଇଁ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡେନିୟଲ୍‌ ଡିଭିଲିୟର୍ସ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ସେ ନବଜାତ ଶିଶୁ ସହ ଏକ ଫଟୋ ଶେୟାର କରି କହିଛନ୍ତି, ଆମେ ଆମର ସୁନ୍ଦର ଶିଶୁକୁ ସ୍ବାଗତ କରୁଛୁ। ତୁମେ ଆମ ପରିବାର ପାଇଁ ଆଶୀର୍ବାଦ। ଆମେ ତୁମକୁ ପାଇଁ ବହୁତ ଖୁସି। ଡିଭିଲିୟର୍ସ ନିଜ ଝିଅର ନାଁ ୟେନ୍ତେ ରଖିଛନ୍ତି। ଏହାପୂର୍ବରୁ ଏବି ଏବଂ ଡେନିୟଲ୍‌ଙ୍କ ଆବ୍ରାହମ, ରିଚର୍ଡ ନାମରେ ଦୁଇଟି ପୁଅ ଥିଲେ। ଉଭୟଙ୍କ ପ୍ରେମକାହାଣୀ ବେଶ୍‌ ନିଆରା। ଏବି ସ୍ତ୍ରୀଙ୍କ ଭାରତର ତାଜମହଲ ଆଗରେ ପ୍ରପୋଜ କରିଥିଲେ। ୨୦୧୩ ମାର୍ଚ୍ଚ ୩୦ରେ ଦୁହେଁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri