Posted inଖେଳ

ଡି’ ଭିଲର୍ସଙ୍କ ରେକର୍ଡ ତାଲିକାରେ ଯୋଡ଼ି ହେଲା ନୂଆ ଫର୍ଦ

ଅହମ୍ମଦାବାଦ,୨୭।୪ : ଏବି ଡି’ଭିଲର୍ସଙ୍କ କ୍ୟାରିୟରରେ ଯୋଡ଼ି ହୋଇଛି ନୂଆ ରେକର୍ଡ। ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଆଇପିଏଲରେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏଠାରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୭୫ ରନ୍‌ର ଅପରାଜିତ ଇନିଂସ ଅବସରରେ ଏହି ରେକର୍ଡ କରିଛନ୍ତି ମିଃ ୩୬୦ ଡିଗ୍ରୀ। ତେବେ ଦ୍ୱିତୀୟ ବିଦେଶୀ ଖେଳାଳି ଓ ମୋଟ ଉପରେ ୬ଷ୍ଠ ବ୍ୟାଟ୍ସମ୍ୟାନ ଭାବେ ସେ ଆଇପିଏଲରେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏହି ତାଲିକାର ଶୀର୍ଷରେ ଅଛନ୍ତି ବିରାଟ କୋହଲି (୬୦୪୧)। ତାଙ୍କ ପଛକୁ ସୁରେଶ ରାଇନା (୫୪୭୨), ଶିଖର ଧାଓ୍ବନ (୫୪୫୬), ରୋହିତ ଶର୍ମା (୫୪୩୧) ଓ ଡଓ୍ବେିଡ୍‌ ଓ୍ବାର୍ନର (୫୩୯୦) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାନ୍ତନୁ ଶତପଥୀଙ୍କ ବିୟୋଗରେ ଓସିଏର ଶୋକ

ଭୁବନେଶ୍ୱର,୫।୧୧(ସ୍ପୋଟ୍ସବ୍ୟୁରୋ): ପୂର୍ବତନ ରଣଜୀ ଟ୍ରଫି କ୍ରିକେଟର ଶାନ୍ତନୁ ଶତ୍‌ପଥୀଙ୍କ ପରଲୋକରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ତରଫରୁ ଶୋକ ପ୍ରକାଶ କରାଯାଇଛି। ମଙ୍ଗଳବାର ସକାଳେ ସେ...

କାହିଁକି ଟିମ୍‌ ଇଣ୍ଡିଆକୁ ମେଣ୍ଟରଙ୍କ ଆବଶ୍ୟକତା ପଡ଼ିଲା

ନୂଆଦିଲ୍ଲୀ,୧୨।୯: ରାତାରାତି ଏମିତି କ’ଣ ଘଟିଲା ଯେ, ଆଇସିସି ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆକୁ ମେଣ୍ଟରଙ୍କ ଆବଶ୍ୟକତା ପଡ଼ିଲା? ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ...

ପଞ୍ଜାବ ମାଲିକାଣୀଙ୍କ କୋଳରେ ଏହି ଶିଶୁଟି କିଏ

ଦୁବାଇ,୪।୧୦:ଆଇପିଏଲ ୨୦୨୧ରେ ପଞ୍ଜାବ କିଙ୍ଗସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ୧ ଅକ୍ଟୋବର ସାରେ ଏକ ରୋମାଞ୍ଚକର ମ୍ୟାଚ ଖେଳାଯାଇଥିଲା।...

ସିନ୍ଧୁଙ୍କ ହୃଦୟ ନାହିଁ

ଭାରତୀୟ ତାରକା ମହିଳା ଶଟଲର ପି. ଭି. ସିନ୍ଧୁଙ୍କ ହୃଦୟ ନାହିଁ। ଏଭଳି କଡ଼ା ମନ୍ତବ୍ୟ ଦେଇଛନ୍ତି ବିଶ୍ୱ ଚାମ୍ପିୟନ ଖେଳାଳିଙ୍କ ପୂର୍ବତନ କୋଚ୍‌ କିମ୍‌...

କୋଚ୍‌ଙ୍କ୍‌ ୨ ଲକ୍ଷ ଟଙ୍କାର ପାଉଣା ସୀମାକୁ ହଟାଇଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୭(ପି.ଟି.): ଭାରତୀୟ କୋଚ୍‌ଙ୍କ ଲାଗି ଥିବା ୨ ଲକ୍ଷ ଟଙ୍କାର ଦରମା ସୀମାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରଣାଳୟ ହଟାଇଛି। ଶନିବାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି...

ଧୋନିଙ୍କୁ ମିଳିଲା ନୂଆ ସମ୍ମାନ

ରାଞ୍ଚିି,୬।୩: କ୍ରିକେଟ ପଡ଼ିଆରେ ଚଉକା ଛକା ମାରି ବହୁ ପୁରସ୍କାର ଜିଣିଥିବା ମହେନ୍ଦ୍ର ସିଂ ଧୋନିଙ୍କୁ ଏବେ ନୂଆ ସମ୍ମାନ ମିଳିଛି। ଗୋ-ପାଳନ କ୍ଷେତ୍ରରେ ଉଲ୍ଲେଖନୀୟ...

ପୁକୋଭସ୍କି ଆହତ

ସିଡ୍‌ନୀ, ୧୨ା୧ (ପି.ଟି.)-ଭାରତ ବିପକ୍ଷ ତୃତୀୟ ଡ୍ର’ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ ଓ୍ବିଲ୍‌ ପୁକୋଭସ୍କି ଆହତ ହୋଇଛନ୍ତି। ସ୍କାନ ପାଇଁ ତାଙ୍କୁ ସ୍ଥାନୀୟ...

‘ଲାଞ୍ଚ ନ ଦେବାରୁ ଚୟନ ହୋଇ ନ ଥିଲି’

ନୂଆଦିଲ୍ଲୀ, ୨୦।୫- ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଏବେ ଅନ୍ତର୍ଜାତୀୟ କ୍ରିକେଟରେ ଜଣେ ଚର୍ଚ୍ଚିତ ବ୍ୟକ୍ତିତ୍ୱ। ମାତ୍ର ଏକଦା ତାଙ୍କ ବାପା ଲାଞ୍ଚ ଦେବାକୁ...

Advertisement
Archives

Model This Week