ପୋଲାର୍ଡଙ୍କ ସହ ସମକକ୍ଷ ହେଲେ ଡି ଭିଲର୍ସ

ଶାରଜା, ୧୩।୧୦: ଏବି ଡି ଭିଲର୍ସ (୭୩ ରନ, ୩୩ ବଲ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮୨ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିବାକୁ ଡି ଭିଲର୍ସ ମାତ୍ର ୨୩ ବଲ୍‌ର ସହାୟତା ନେଇଥିଲେ। ଏଥିସହ ଆଇପିଏଲ୍‌ରେ ୨୩ କିମ୍ବା ଏହାଠାରୁ କମ୍‌ ବଲ୍‌ରେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିବାରେ ସେ ମୁମ୍ବାଇ ଇଣ୍ଡିଆନ୍ସର କିରନ ପୋଲାର୍ଡଙ୍କ ସହ ସମକକ୍ଷ ହୋଇଛନ୍ତି। ପୋଲାର୍ଡ ୬ଥର ୨୩ କିମ୍ବା ଏହାଠାରୁ କମ୍‌ ବଲରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏବେ ଡି ଭିଲର୍ସ ତାଙ୍କ ସହ ସମକକ୍ଷ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଓଏ ବୈଠକରେ ଯୋଗଦେବେ କୋହଲି, ଶାସ୍ତ୍ରୀ

ଲଣ୍ଡନ,୧୨।୭(ପି.ଟି.)- ବିସିସିଆଇ ପରିଚାଳନା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ) ଭାରତୀୟ ଦଳର ବିଶ୍ୱକପ୍‌ ପ୍ରଦର୍ଶନକୁ ରିଭ୍ୟୁ କରିବ। ଏଥିରେ ଅଧିନାୟକ ବିରାଟ...

ମୁମ୍ବାଇ, ହାଇଦ୍ରାବାଦ ଟି୨୦ ମ୍ୟାଚ୍‌ର ତାରିଖରେ ଅଦଳବଦଳ

ମୁମ୍ବାଇ,୨୨।୧୧(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ହେବାକୁ ଥିବା ଟି୨୦ ସିରିଜ୍‌ର ପ୍ରଥମ ଓ ତୃତୀୟ ମ୍ୟାଚ୍‌ର ତାରିଖ...

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକାର ସଂଘର୍ଷ

ପୋର୍ଟ ଏଲିଜାବେଥ,୧୯।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ...

ଧୋନୀଙ୍କ ବିନା ଭାରତୀୟ ଦଳ ଖେଳିବା ଶିଖୁ: ସୌରଭ ଗାଙ୍ଗୁଲି

ମୁମ୍ବାଇ, ୨୬।୮: ମହେନ୍ଦ୍ର ସିଂ ଧୋନୀଙ୍କ ବିନା ଭାରତୀୟ ଦଳ ଖେଳିବା ଶିଖୁ ବୋଲି ଭାରୀୟ ଦଳର ପୂର୍ବତନ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି କହିଛନ୍ତି।...

ମାର୍ସେଲିନୋଙ୍କ ବଦଳରେ ଓଡ଼ିଶା ଏଫ୍‌ସିରେ ଇନ୍‌ମ୍ୟାନ

ଭୁବନେଶ୍ୱର, ୩୦।୧(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ରେ ଖେଳାଳି ବିନିମୟ ଚୁକ୍ତି କ୍ରମରେ ଓଡ଼ିଶା ଏଫ୍‌ସି ଦଳରେ ଯୋଗ ଦେଇଛନ୍ତି ଅଷ୍ଟ୍ରେଲିଆ ଜନ୍ମିତ ସ୍କଟିଶ୍‌ ମିଡ୍‌ଫିଲ୍ଡର...

ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ:ଭାରତର ଅଭିଯାନ ଶେଷ

ସିଡ୍‌ନୀ, ୬।୬(ପିଟି)- ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ପ୍ରତିଦ୍ୱନ୍ଦ୍ୱିତାର ଶେଷ ହୋଇଛି। ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ...

ଫେଡରରଙ୍କୁ ହରାଇବା ପାଇଁ ଚିଟିଂ କରିଥିଲେ ମିଲମ୍ୟାନ

ମେଲବୋର୍ନ,୨୫।୧(ଏଏଫ୍‌ପି)- କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ଶୁକ୍ରବାର ୫ ସେଟ୍‌ ବିଶିଷ୍ଟ ମାରାଥନ ମ୍ୟାଚ୍‌ରେ ଜନ ମିଲମ୍ୟାନଙ୍କୁ ହରାଇଥିଲେ। ମ୍ୟାଚ୍‌ର ଫଳାଫଳ ଟାଇବ୍ରେକରରେ ବାହାରିଥିଲା।...

କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ବିରାଟବାହିନୀ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୁଣେ,୨୨।୩: ଇଂଲଣ୍ଡ ବିପକ୍ଷ ଟେଷ୍ଟ ଏବଂ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ଏକଦିବସୀୟ ସିରିଜ୍‌ ଉପରେ ନଜର ରଖିଛି। ମାର୍ଚ୍ଚ ୨୩ ରୁ...

BGU
Play 250+ Trending Games
Archives

Model This Week

Why Dharitri