ପୋଲାର୍ଡଙ୍କ ସହ ସମକକ୍ଷ ହେଲେ ଡି ଭିଲର୍ସ

ଶାରଜା, ୧୩।୧୦: ଏବି ଡି ଭିଲର୍ସ (୭୩ ରନ, ୩୩ ବଲ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮୨ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିବାକୁ ଡି ଭିଲର୍ସ ମାତ୍ର ୨୩ ବଲ୍‌ର ସହାୟତା ନେଇଥିଲେ। ଏଥିସହ ଆଇପିଏଲ୍‌ରେ ୨୩ କିମ୍ବା ଏହାଠାରୁ କମ୍‌ ବଲ୍‌ରେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିବାରେ ସେ ମୁମ୍ବାଇ ଇଣ୍ଡିଆନ୍ସର କିରନ ପୋଲାର୍ଡଙ୍କ ସହ ସମକକ୍ଷ ହୋଇଛନ୍ତି। ପୋଲାର୍ଡ ୬ଥର ୨୩ କିମ୍ବା ଏହାଠାରୁ କମ୍‌ ବଲରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏବେ ଡି ଭିଲର୍ସ ତାଙ୍କ ସହ ସମକକ୍ଷ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଙ୍ଗ୍‌କୋ ସିଂ କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୧ା୬ (ପି.ଟି.)-ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜେତା ପୂର୍ବତନ ବକ୍ସର ଡିଙ୍ଗ୍‌କୋ ସିଂ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଏହା ପୂର୍ବରୁ ସେ ଲିଭର କ୍ୟାନ୍‌ସରରେ...

କରୋନା ମୁକାବିଲା: ୮ କୋଟି ଲେଖାଏ ଦାନ କଲେ ମେସି, ଗୁଆର୍ଡିଲୋ

ବାର୍ସିଲୋନା,୨୫।୩- କରୋନା ଭାଇରସ ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ଏହି ଭାଇରସ ଯୋଗୁ ବିଭିନ୍ନ ଦେଶରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଏହି ପରିସ୍ଥିତିର...

ଦିନକୁ ଗୋଟେ ଓଳି ଖାଉଥିବା ଏହି ଖେଳାଳି ପାଇବେ ଅର୍ଜୁନ ପୁରସ୍କାର

ଔରଙ୍ଗାବାଦ, ୨୪ା୮ (ପି.ଟି.)-ଖେଳ କିପରି ତାଙ୍କ ଜୀବନଶୈଳୀ ବଦଳାଇ ଦେଇଛି ତାହାର ବର୍ଣ୍ଣନା କରିଛନ୍ତି ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ଭାରତର ପୂର୍ବତନ...

ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗ ଦେବେ ନୂଆ ସ୍ପିନର

ମୁମ୍ବାଇ,୨୮।୪: ମୁମ୍ବାଇ ଇଣ୍ଡିଆନ୍ସ ସ୍ପିନର ମହମ୍ମଦ ଅର୍ଶାଦ ଖାନ ଆହତ ସମସ୍ୟା କାରଣରୁ ଚଳିତ ଆଇପିଏଲର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ବାମହାତୀ ସ୍ପିନର...

ଏଟିପି ଫାଇନାଲ୍ସ: ଥିମ୍‌, ସିତ୍‌ସିପାସ ବିଜୟୀ

ଲଣ୍ଡନ, ୧୯।୧୧(ଏପି)- ଏଠାରେ ଚାଲିଥିବା ଏଟିପି (ଆସୋସିଏଶନ ଅଫ୍‌ ଟେନିସ ପ୍ରଫେଶନାଲ) ଫାଇନାଲ୍ସ ଟେନିସ ଟୁର୍ନାମେଣ୍ଟରେ ରାଫାଲ ନାଡାଲଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ଡୋମିନିକ୍‌...

ଅମ୍ପାୟରଙ୍କ ଭୁଲ୍‌ ନିଷ୍ପତ୍ତି ପରେ ଗ୍ରାଉଣ୍ଡ ଛାଡ଼ିଲେ ନାହିଁ ୟୁସୁଫ ପଠାନ

ଭଦୋଦରା,୧୩।୧୨- କ୍ରିକେଟରେ ଅମ୍ପାୟରମାନେ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଦେବା ଏବେ କିଛି ନୂଆ ଘଟଣା ନୁହେଁ। ମାତ୍ର ଖେଳାଳିମାନେ ଏହାକୁ ବିରୋଧକରି ଗ୍ରାଉଣ୍ଡ ଛାଡ଼ିବାକୁ ମନାକରିବା ହୁଏତ...

ଆର୍ଜେଣ୍ଟିନା ଡିଫେଣ୍ଡର ବ୍ରାଉନ୍‌ଙ୍କ ପରଲୋକ

ବୁଏନସ ଏରିଜ୍‌, ୧୩ା୮ (ଏଏଫ୍‌ପି)-ଆର୍ଜେଣ୍ଟିନାର ୧୯୮୬ ଫୁଟ୍‌ବଲ ବିଶ୍ୱକପ୍‌ ବିଜୟୀ ଡିଫେଣ୍ଡର ଜୋସ୍‌ ଲୁଇସ୍‌ ବ୍ରାଉନ୍‌ଙ୍କର ପରଲୋକ ଘଟିଛି। ତାଙ୍କୁ ୬୨ବର୍ଷ ହୋଇଥିଲା। ସେ ଅଲ୍‌ଝିମର୍ସ...

୨୦୩୬ ଅଲିମ୍ପିକ୍ସ ଭାରତରେ !

ଅହମ୍ମଦାବାଦ,୯।୧୦: ୨୦୩୬ ସମର ଅଲିମ୍ପିକ୍ସ ଭାରତରେ ଆୟୋଜିତ ହୋଇପାରେ। ଏହି ଅଲିମ୍ପିକ୍ସ ଆୟୋଜନ ଅଧିକାର ହାସଲ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସହ...

Advertisement
Archives

Model This Week