Posted inଖେଳ

କୋହଲି କିମ୍ବା ରୋହିତ ନୁହନ୍ତିି; ଏହି କ୍ରିକେଟରଙ୍କୁ ନିଜ ଆଇପିଏଲ୍‌ ଟିମ୍‌ର ଅଧିନାୟକ ଭାବେ ବାଛିଲେ ଡିଭିଲିୟର୍ସ

ନୂଆଦିଲ୍ଲୀ,୨।୪: ଆଉ ଦିନ କେଇଟାରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏଥିନେଇ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହି କ୍ରମରେ ନିଜ ଟିମ୍‌ ଚୟନକୁ ନେଇ ଚର୍ଚ୍ଚାରେ ଆର୍‌ସିବି(ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର)ର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ଏବି ଡି ଭିଲିୟର୍ସ। ନିଜ ଆଇପିଏଲ୍‌ ଟିମ୍‌ ପାଇଁ ସେ ମହେନ୍ଦ୍ର ସିଂହ ଧୋନୀଙ୍କଠାରୁ ଆରମ୍ଭ କରି ରୋହିତ ଶର୍ମା ଏବଂ ବିରାଟ କୋହଲି ପ୍ରମୁଖଙ୍କୁ ଚୟନ କରିଛନ୍ତି। ହେଲେ ଏହି ୩ଜଣଙ୍କ ମଧ୍ୟରୁ ସେ ଧୋନୀଙ୍କୁ ନିଜ ଟିମ୍‌ର ଅଧିନାୟକ କରିବାକୁ ଚାହୁଁଥିବା ପ୍ରକାଶ କରିଛନ୍ତି।

କ୍ରିକ୍‌ବଜ୍‌ ସହ ଏକ ସାକ୍ଷାତକାରରେ ଡିଭିଲିୟର୍ସ କହିଛନ୍ତି, ଗତ ରାତିରେ ନିଜ ଆଇପିଏଲ୍‌ ଏକାଦଶ ଟିମ୍‌ ଚୟନ ନେଇ ଭାବୁଥିଲି। ମୋ ଟିମ୍‌ରେ ବିରେନ୍ଦ୍ର ସେହ୍ବାଗ, ରୋହିତ ଓପନିଂ କରିବେ। ପରେ ବିରାଟ ୩ନଂରେ ଆସିବେ। ଚତୁର୍ଥ ସ୍ଥାନରେ କେନ୍‌ ଓ୍ବିଲିୟମସନ, ଷ୍ଟିଭ୍‌ ସ୍ମିଥ୍‌ ନଚେତ ମୁଁ ଓହ୍ଲାଇପାରୁ। ପଞ୍ଚମ ସ୍ଥାନରେ ବେନ୍‌ ଷ୍ଟୋକ୍ସ, ଷଷ୍ଟରେ ଧୋନୀ, ସପ୍ତମରେ ରବିନ୍ଦ୍ର ଜାଡେଜା, ଅଷ୍ଟମରେ ରଶିଦ ଖାନ୍‌, ନବମରେ ଭୁବନେଶ୍ୱର କୁମାର, ଦଶମରେ କଗିସୋ ରବାଡା ଏବଂ ଶେଷରେ ଜସପ୍ରିତ ବୁମ୍‌ରା ଆସିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri