Posted inଖେଳ

ଆରସିବି ହାରିବା ଦୁଃଖରେ ଏମିତି କହିଦେଲେ ଏବି ଡି ଭିଲିୟର୍ସ

ଅହମ୍ମଦାବାଦ୍‌,୨୩।୫:ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ହାରିଛି। ଏହି ପରାଜୟ ସହିତ ପୁଣି ଥରେ ବେଙ୍ଗାଲୁରୁର ପ୍ରଥମ ଟ୍ରଫି ଜିତିବାର ସ୍ବପ୍ନ ଭାଙ୍ଗି ଯାଇଛି। ଏହି ପରାଜୟ ଆରସିବିର ପ୍ରଶଂସକଙ୍କ ପାଇଁ ଅତ୍ୟନ୍ତ ଯନ୍ତ୍ରଣାଦାୟକ ଥିଲା। ବେଙ୍ଗାଲୁରୁର ଏହି ପରାଜୟ ପରେ ଦଳର ପୂର୍ବତନ ଭେଟେରାନ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ ମଧ୍ୟ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି।
ଡି ଭିଲିୟର୍ସ ସୋସିଆଲ ମିଡିଆ ମାଧ୍ୟମରେ ନିଜର ଦୁଃଖ ପ୍ରକାଶ କରିଥିଲେ। ତେବେ। ଆରସିବି ପରାଜୟ ପରେ ଏବି ମଧ୍ୟ ଗୋଟିଏ ଜିନିଷକୁ ନେଇ ଖୁସି ମନେ ହେଉଥିଲେ। ଡି ଭିଲିୟର୍ସ କହିଛନ୍ତି, ସମସ୍ତ ଆଶା ଶେଷ ହେବା ପରେ ମଧ୍ୟ ଦଳ ପ୍ରତ୍ୟାବର୍ତ୍ତନ କରିଥିଲା ଏବଂ ସେ ଏହାକୁ ବହୁତ ପସନ୍ଦ କରିଥିଲେ। ମୁଁ ନିଶ୍ଚିତ ଯେ ଆସନ୍ତା ବର୍ଷ ଆରସିବି ଅଧିକ ଶକ୍ତିଶାଳୀ ଢଙ୍ଗରେ ଫେରିବ।
ସୂଚନାଯୋଗ୍ୟ, ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୪ ଉଇକେଟରେ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବର୍ଷା ଆଶଙ୍କାରେ ଭାରତ-କାନାଡା

ଲୌଡରହିଲ, ୧୫।୬ (ପି.ଟି.): ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ସୁପର-୮ରେ ପ୍ରବେଶ କରିସାରିଥିବା ଭାରତ ଏହାର ଅନ୍ତିମ ଲିଗ୍‌ ମ୍ୟାଚରେ ଶନିବାର କାନାଡାକୁ ଭେଟିବ। ପୂର୍ବ...

ଓମାନକୁ ୮ ଉଇକେଟରେ ହରାଇଲା ଇଂଲଣ୍ଡ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୫ା୬ (ଏପି): ଚଳିତ ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଗ୍ରୁପ୍‌ ‘ବି’ରେ ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଆଦିଲ ରଶିଦ୍‌ (୪/୧୧)ଙ୍କ...

ପୁଣି ଆୟୋଜିତ ହେବ ହକି ଇଣ୍ଡିଆ ଲିଗ୍‌: ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ, ୧୪ା୬: ଦୀର୍ଘ ୮ ବର୍ଷ ପରେ ଆୟୋଜିତ ହେବାକୁ ଯାଉଛି ହକି ଇଣ୍ଡିଆ ଲିଗ୍‌(ଏଚ୍‌ଆଇଏଲ୍‌)। ଏଥିରେ ୮ ପୁରୁଷ ଓ ୬ ମହିଳା ଦଳ...

ଟି-୨୦ ବିଶ୍ୱକପ୍‌ ଅଧାରୁ ଭାରତ ଫେରିବେ ୨ ଖେଳାଳି

ଫ୍ଲୋରିଡା,୧୪।୬: ଜୁନ ୧୪ରେ ଫ୍ଲୋରିଡା ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ଦଳର ଅଭ୍ୟାସ ଅଧିବେଶନ ବର୍ଷା ଯୋଗୁ ବାତିଲ ହୋଇଛି। ଟିମ ଇଣ୍ଡିଆ ଶନିବାର...

ଟିଏମସି ଏମପି ୟୁସୁଫ ପଠାନଙ୍କୁ ଝଟ୍‌କା

ଭଦୋଦରା,୧୪।୬: ଗୁଜରାଟରେ ଭାଜପା ଶାସିତ ଭଦୋଦରା ମ୍ୟୁନିସିପାଲ କର୍ପୋରେସନ (ଭିଏମସି) ପୂର୍ବତନ ଭାରତୀୟ କ୍ରିକେଟର ତଥା ଟିଏମସି ଏମପି ୟୁସୁଫ ପଠାନଙ୍କ ସମସ୍ୟାକୁ ବଢାଇ ଦେଇଛି।...

ଟି୨୦ ବିଶ୍ୱକପ: ସୁପର୍ ୮ରେ ଆଫଗାନିସ୍ତାନ, ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟରୁ ବିଦା

ନୂଆଦିଲ୍ଲୀ,୧୪ା୬: ଆଫଗାନିସ୍ତାନ ପପୁଆ ନ୍ୟୁ ଗିନିକୁ ପରାସ୍ତ କରି ଟି -୨୦ ବିଶ୍ୱକପ ୨୦୨୪ ର ସୁପର୍ ୮ରେ ପହଞ୍ଚିଥିଲା ବେଳେ ନ୍ୟୁଜିଲ୍ୟାଣ୍ଡକୁ ଟୁର୍ନାମେଣ୍ଟରୁ ବିଦା...

ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କାର ସ୍ବପ୍ନ ଭାଙ୍ଗିଲା

ନୂଆଦିଲ୍ଲୀ,୧୪।୬: ଟି -୨୦ ବିଶ୍ୱକପ ୨୦୨୪ର ୨୭ତମ ମ୍ୟାଚରେ ବାଂଲାଦେଶ ନେଦରଲାଣ୍ଡକୁ ପରାସ୍ତ କରିଛି। ବାଂଲାଦେଶର ବିଜୟ ଯୋଗୁ ଶ୍ରୀଲଙ୍କାକୁ କ୍ଷତି ସହିବାକୁ ପଡ଼ିଛି। ଶ୍ରୀଲଙ୍କା...

ହାଇସ୍କୁଲରୁ ହଟିବ ୫ଟି ଚାର୍ଟର୍‌

ଭୁବନେଶ୍ୱର,୧୩।୬: ରୂପାନ୍ତରିତ ହାଇସ୍କୁଲଗୁଡ଼ିକରୁ ହଟିବ ୫ଟି ଚାର୍ଟର୍‌। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରିନ୍ସପାଲ ସେକ୍ରେଟାରୀଙ୍କ ଏକ ନିର୍ଦ୍ଦେଶ କ୍ରମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri