ଆର୍‌ସିବି ପାଇଁ ୨୦୦ ଛକା ମାରିଲେ ଏବି ଡି ଭିଲର୍ସ

ଦୁବାଇ, ୨୨।୯: ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପକ୍ଷରୁ ପ୍ରତିନିଧିତ୍ବ କରୁଥିବା ବିସ୍ଫୋରକ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ନିଜ ଫ୍ରାଞ୍ଚାଇଜ୍‌ ପାଇଁ ୨୦୦ ଛକା ମାରିବାର ସୌଭାଗ୍ୟ ଲାଭ କରିଛନ୍ତି। ସୋମବାର ବାଙ୍ଗାଲୋର ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଅବସରରେ ଡି ଭିଲର୍ସ ଏହି ମାଇଲ୍‌ଷ୍ଟୋନ ଅତିକ୍ରମ କରିଛନ୍ତି। ପ୍ରତିପକ୍ଷ ଦ୍ରୁତ ବୋଲର ସନ୍ଦୀପ ଶର୍ମାଙ୍କୁ ଛକା ମାରି ଡି ଭିଲର୍ସ ଆର୍‌ସିବି ପାଇଁ ଏହି ମାଇଲଷ୍ଟୋନ୍‌ ଛୁଇଁଥିଲେ। ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ୨୦୧୧ରୁ ବାଙ୍ଗାଲୋର ପାଇଁ ଖେଳି ଆସୁଛନ୍ତି। ଆଇପିଏଲ୍‌ ଇତିହାସରେ ସର୍ବକାଳୀନ ସର୍ବାଧିକ ଛକା ମାରିବାର ରେକର୍ଡ କ୍ରିସ୍‌ ଗେଲ୍‌ଙ୍କ ନାମରେ ରହିଛି। ଗେଲ୍‌ ବର୍ତ୍ତମାନ ସୁଦ୍ଧା ଆଇପିଏଲ୍‌ ୩୨୬ ଛକା ମାରି ସାରିଛନ୍ତି। ଏହି ତାଲିକାରେ ଡି ଭିଲର୍ସ (୨୧୪) ୨ୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri