Posted inଖେଳ

ଆର୍‌ସିବିକୁ ଫେରିବେ ଡିଭିଲିୟର୍ସ

ବେଙ୍ଗାଲୁରୁ,୧୧।୫: ଆସନ୍ତାବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)କୁ ଫେରିବେ ଦକ୍ଷିଣ ଆଫ୍ରିକା କ୍ରିକେଟର ସୁପରଷ୍ଟାର ଏବି ଡିଭିଲିୟର୍ସ । ନୂତନ ଭୂମିକା ସହ ଆରସିବି କ୍ୟାମ୍ପକୁ ସେ ଫେରିପାରନ୍ତି ବୋଲି ବନ୍ଧୁ ବିରାଟ କୋହଲି ସଙ୍କେତ ଦେଇଛନ୍ତି।

ଆର୍‌ସିବି ପକ୍ଷରୁ ଶେୟାର କରାଯାଇଥିବା ଏକ ଭିଡିଓରେ ବିରାଟ କହିଛନ୍ତି, ଡିଭିଲିୟର୍ସଙ୍କୁ ବହୁତ ମନେ ପକାଉଛି। ମୁଁ ତାଙ୍କ ସହ ନିୟମିତ କଥା ହେଉଛି। ସେ ଆମେରିକାରେ ନିଜ ପରିବାର ସହ ରହି ଗଲ୍ଫ ମ୍ୟାଚ ଦେଖୁଛନ୍ତି। ସେ ଆରସିବି ପ୍ରଦର୍ଶନ ଉପରେ ନଜର ରଖିଛନ୍ତି। ତେବେ ନୂଆ ଭୂମିକାରେ ଆସନ୍ତା ବର୍ଷ ଆରସିବି କ୍ୟାମ୍ପରେ ଥିବେ ବୋଲି ଆମର ଆଶା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂର୍ବତନ ଫୁଟ୍‌ବଲର ବାହାଦୁର ସିଂଙ୍କ ପରାଲୋକ

ଭୁବନେଶ୍ୱର, ୬ା୭ (ସ୍ପୋଟର୍‌ସ ବ୍ୟୁରୋ)-ଓଡ଼ିଶାର ପୂର୍ବତନ ସନ୍ତୋଷ ଟ୍ରଫି ଖେଳାଳି ସମ୍ବଲପୁର ବାସିନ୍ଦା ବୀର୍‌ ବାହାଦୁର ସିଂଙ୍କ ରବିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୬୪...

ପୁଅ ଷ୍ଟୁଆର୍ଟ ବ୍ରଡ୍‌ଙ୍କୁ ଦଣ୍ଡିତ କଲେ ମ୍ୟାଚ୍‌ ରେଫରି କ୍ରିସ୍‌

ଦୁବାଇ, ୧୧ା୮ (ପି.ଟି.)-ମାଞ୍ଚେଷ୍ଟରରେ ପ୍ରଥମ ଟେଷ୍ଟ ମ୍ୟାଚ ବେଳେ ପାକିସ୍ତାନ ସ୍ପିନର ୟାସିର ଶାହାଙ୍କ ଆଉଟ ପରେ ଆପତ୍ତିଜନକ ଭାଷା ବ୍ୟବହାର କରିଥିବାରୁ ଇଂଲଣ୍ଡ ଫାଷ୍ଟ...

ଡବଲ୍ସ କ୍ୱାର୍ଟରରେ ପ୍ରକାଶ-ଶିବତେଜ

ଭୁବନେଶ୍ୱର, ୧୧।୪(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ କଳିଙ୍ଗ...

ବିଶ୍ୱର ପ୍ରଥମ ପୁରୁଷ ଆଖ୍ୟାଠୁ ହାତେ ଦୂରରେ

ମେଲବୋର୍ନ,୨୮।୧: ସ୍ପାନିଶ କିମ୍ବଦନ୍ତୀ ଟେନିସ ଖେଳାଳି ରାଫେଲ ନାଡାଲ ଇତିହାସ ରଚିବାଠାରୁ ହାତେ ଦୂରରେ ଅଛନ୍ତି। ତାଙ୍କ ପାଖରେ ବିଶ୍ୱର ପ୍ରଥମ ପୁରୁଷ ଭାବେ ୨୧ତମ...

ନଳୀନିକାନ୍ତ ସ୍ମାରକୀ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ: ଶ୍ରୁତି, ସ୍ବାଧୀନ ଚାମ୍ପିୟନ

ଭୁବନେଶ୍ୱର, ୨।୧୨(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ...

ହାଇତି ଫୁଟ୍‌ବଲ ସଭାପତିଙ୍କୁ ଆଜୀବନ ବାସନ୍ଦ କଲା ଫିଫା

ଜୁରିଚ୍‌, ୨୧ା୧୧ (ଏପି)-ମହିଳା ଖେଳାଳିଙ୍କୁ ଯୌନ ଶୋଷଣ ଅଭିଯୋଗରେ ହାଇତି ଫୁଟ୍‌ବଲ ମହାସଂଘ ସଭାପତି ଓ୍ବାଇଭେସ୍‌ ଜିନ୍‌ ବାର୍ଟଙ୍କୁ ବିଶ୍ୱ ପରିଚାଳନା ସଂସ୍ଥା ଫିଫା ଶୁକ୍ରବାରଠାରୁ...

ଧାଓ୍ବନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ‘ବେବି ଏବି’, ରଚିଲେ ଇତିହାସ

ନୂଆଦିଲ୍ଲୀ,୪।୨: ଏବି ଡି’ଭିଲିୟର୍ସ ବିଶ୍ୱର ସବୁଠାରୁ ପ୍ରିୟ କ୍ରିକେଟରଙ୍କ ମଧ୍ୟରୁ ଜଣେ। କ୍ରିକେଟରଙ୍କ ଅବସରକୁ ଏକ ବର୍ଷ ପୁରି ନ ଥିବା ବେଳେ ଏବେ କ୍ରିକେଟ...

ସ୍ବପ୍ନ ସାକାର କରିବା ଦିଗରେ ଆଉ ପାଦେ ଆଗେଇଲେ

ନୂଆଦିଲ୍ଲୀ,୧୭।୨: ଚଳିତ ସପ୍ତାହରେ ଆଇପିଏଲ୍‌ କଣ୍ଟ୍ରାକ୍ଟ ପାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ ୟଶ ଧୂଲ ନିଜ ସ୍ବପ୍ନକୁ ସାକାର କରିବା...

Advertisement
Archives

Model This Week