Posted inଖେଳ

ଇତିହାସ ରଚିଲେ ଅବନୀ

ଟୋକିଓ,୩୦।୮: ଭାରତର ଅବନୀ ଲେଖରା ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛନ୍ତି। ମହିଳା ୧୦ ମିଟର ଏୟାର ଇଭେଣ୍ଟ ଏସ୍‌ଏଚ୍‌-୧ ରେ ସେ ଏହି ସ୍ବର୍ଣ୍ଣ ପଦକ ଜିତିଥିଲେ। ଟୋକିଓ ପାରାଲିମ୍ପିକ୍ସରେ ଏହା ହେଉଛି ଭାରତର ପ୍ରଥମ ସ୍ବର୍ଣ୍ଣ ପଦକ। ପୁରୁଷ ଏଫ୍‌-୫୬ ଡିସ୍କକସ ଥ୍ରୋ ଇଭେଣ୍ଟରେ ଭାରତର ଯୋଗେଶ କଥୁନିଆ ରୌପ୍ୟ ପଦକ ଜିତିଥିଲେ। ପୁରୁଷ ଜାଭେଲିନ ଥ୍ରୋରେ ଦେବେନ୍ଦ୍ର ଜାଝରିଆ ଏକ ରୌପ୍ୟ ପଦକ ଜିତିବାରେ ସଫଳ ହୋଇଥିଲେ। ଅନ୍ୟପକ୍ଷରେ ସୁନ୍ଦର ସିଂ ଗୁର୍ଜର ବ୍ରୋଞ୍ଜ ପଦକ ଜିତିଛନ୍ତି। ଶେଷ ପଞ୍ଚମ ଦିନ ଭାରତ ପାଇଁ ଏକ ଭଲ ଦିନ ଥିଲା ଏବଂ ତିନିଜଣ ଭାରତୀୟ ଆଥଲେଟ ପଦକ ଜିତିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri