ରାଜଧାନୀରେ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ପରେ ୧୦ ଲକ୍ଷ ଟଙ୍କା ମାଗିଲେ ଅପହରଣକାରୀ

ଭୁବନେଶ୍ୱର,୨୯।୧୨: ଅପରାଧିକ ଘଟଣା ରୋକିବାକୁ କମିସନରେଟ ପୋଲିସ ଏନକାଉଣ୍ଟର କରିବାର କିଛି ଘଣ୍ଟା ପରେ ପୋଲିସକୁ ଚ୍ୟାଲେଞ୍ଜ କରିଛନ୍ତି ଅପରାଧୀ। ଗୁରୁବାର ରାତି ୮ଟା ବେଳେ ପାତ୍ରପଡ଼ା କ୍ରିଷ୍ଣା ବିହାରରୁ ଶଙ୍କର୍ଷଣ ନାମକ କ୍ୟାବ୍ ଡ୍ରାଇଭରଙ୍କୁ କିଛି ଦୁର୍ବୃତ୍ତ ଏକ କାରରେ ଉଠାଇନେଇଥିବା ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି।

କେବଳ ସେତିକି ନୁହେଁ ଅଭିଯୁକ୍ତମାନେ ମାଡ଼ ମାରିବା ସହ ଭିଡିଓ କଲରେ ସେହି ଦୃଶ୍ୟ ସ୍ତ୍ରୀଙ୍କୁ ଦେଖାଇ ୧୦ ଲକ୍ଷ ଟଙ୍କା ଦେବାକୁ ବାଧ୍ୟ କରାଯାଉଥିବା ଭଳି ସଙ୍ଗୀନ ଅଭିଯୋଗ ଆସିଛି। ପିଡୀତଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri