୧,୦୬୫ ଅଧ୍ୟାପକ ପଦବୀ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର,୧୧।୯(ଅସମାପିକା ସାହୁ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ କଲେଜରେ ୧,୦୬୫ ଅଧ୍ୟାପକ ପଦବୀ ପୂରଣ ହେବ। ଏଥିପାଇଁ ସୋମବାରଠାରୁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଆବେଦନ ପ୍ରକ୍ରିୟା ଅକ୍ଟୋବର ୧୩ ରାତି ୧୧ଟା ୪୫ ଯାଏ ଚାଲିବ। ଏ ନେଇ ସୋମବାର ଷ୍ଟେଟ୍‌ ସିଲେକ୍ସନ ବୋର୍ଡର ଓ୍ବେବ୍‌ସାଇଟ୍‌ www.ssbodisha.ac.inରେ ସମସ୍ତ ତଥ୍ୟ ଉପଲବ୍ଧ ହୋଇଛି। ସୂଚନାଯୋଗ୍ୟ, ୧,୦୬୫ ପଦବୀ ମଧ୍ୟରେ ୩୪୭ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ସେହିପରି ଏସ୍‌ଟି ବର୍ଗ ପାଇଁ ମୋଟ ୨୩୬ଟି ପଦବୀ ସଂରକ୍ଷିତ ରହିଥିବାବେଳେ ଏସ୍‌ସି ପାଇଁ ୧୭୦, ଏସ୍‌ଇବିସି ପାଇଁ ୧୧୭ ଏବଂ ସାଧାରଣ ବର୍ଗ ପାଇଁ ୫୪୨ଟି ପଦବୀ ସଂରକ୍ଷିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri