ନୂଆ ବର୍ଷରେ ନୂଆ ଡିଜିପି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଡିସେମ୍ବର ଶେଷରେ ଅବସର ନେବେ ଓଡ଼ିଶା ପୋଲିସ ମୁଖ୍ୟ ଅଭୟ। ତାଙ୍କ ଅବସର ନେଇ ଓଡ଼ିଶା ସରକାର ଅନୁମତି ଦେଇଛନ୍ତି । ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ ଡିଜିପି ଅଭୟ। ଏଣୁ ନୂଆବର୍ଷରେ ରାଜ୍ୟକୁ ନୂଆ ଡିଜିପି ମିଳିବା ନେଇ ଗୁରୁବାର ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପୂର୍ବତନ ଡିଜିପି ବିଜୟ କୁମାର ଶର୍ମାଙ୍କ ପରେ ଡିଜିପି ଅଭୟଙ୍କୁ ଦାୟିତ୍ୱ ଦେଇଥିଲେ ଓଡ଼ିଶା ସରକାର । ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟ ୨୦୧୯ ଡିସେମ୍ବର ୧୦ ତାରିଖରେ ଓଡ଼ିଶା ପୋଲିସ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ସେ ଓଡ଼ିଶାକୁ ଅପରାଧ ମୁକ୍ତ କରିବା ଏବଂ ମାଓ ମୁକାବିଲା ନେଇ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri