Posted inଜାତୀୟ

‘ପୋଲିସ ମୋତେ ମାରିଲା…’, ଜବରଦସ୍ତି ଧାରଣାସ୍ଥଳରୁ ସୋନମ ୱାଙ୍ଗଚୁକଙ୍କୁ ହଟାଇବା ପରେ ଅଭିଜିତ ଦୀପକେଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୧୮।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ବିକ୍ଷୋଭ ପ୍ରଦର୍ଶନକୁ ନେଇ କକରୋଚ ଜନତା ପାର୍ଟି (ସିଜେପି)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ବଡ଼ ଦାବି କରିଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X (ପୂର୍ବର ଟୱିଟର)ରେ ପୋଷ୍ଟ କରି ଅଭିଯୋଗ କରିଛନ୍ତି ଯେ, ଦିଲ୍ଲୀ ପୋଲିସ ଜନ୍ତର-ମନ୍ତରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବିକ୍ଷୋଭକାରୀଙ୍କ ସହ ମାରପିଟ୍‌ କରିଛି ଏବଂ ସୋନମ ୱାଙ୍ଗଚୁକଙ୍କୁ ସେଠାରୁ ଜବରଦସ୍ତି ଉଠାଇ ନେଇଛି।

ଅଭିଜିତ ଦୀପକେ ନିଜ ପୋଷ୍ଟରେ ଲେଖିଛନ୍ତି, “ଦିଲ୍ଲୀ ପୋଲିସ ଜନ୍ତର-ମନ୍ତରରେ କାର୍ଯ୍ୟାନୁଷ୍ଠାନ କରୁଛି। ଲୋକଙ୍କ ସହ ମାରପିଟ୍‌ କରାଯାଉଛି ଏବଂ ସୋନମ ସାର୍‌ଙ୍କୁ ଜବରଦସ୍ତି ସେଠାରୁ ନିଆଯାଇଛି।” ତାଙ୍କର ଏହି ପୋଷ୍ଟ ପରେ ସୋସିଆଲ ମିଡିଆରେ ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ଆହୁରି କହିଛନ୍ତି, ଦିଲ୍ଲୀ ପୋଲିସ ମତେ ମାଡ଼ ମାରିଛି ଏବଂ ପରେ ଅଟକ ରଖିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କୁ ଜନ୍ତର-ମନ୍ତରରୁ ହଟାଯିବା ପରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: କହିଲେ- ‘ଆଜିଠାରୁ ମୁଁ…’

ନୂଆଦିଲ୍ଲୀ,୧୮।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଅନଶନରେ ବସିଥିବା ଆକ୍ଟିଭିଷ୍ଟ ସୋନମ ୱାଙ୍ଗଚୁକଙ୍କୁ ୨୧ତମ ଦିନରେ ଦିଲ୍ଲୀ ପୋଲିସ ସେଠାରୁ ହଟାଇ ଡାକ୍ତରଖାନା ନେଇଛି। ଏହା ସହିତ ପୋଲିସ ସେଠାରୁ…

କଳାହାଣ୍ଡିରେ ୭୧୧ମିମି ବର୍ଷା ରେକର୍ଡ: ଧାନ କଟା ମେଶିନ ଉପରେ ପଡ଼ିଲା ବିରାଟ ଗଛ

ଭବାନୀପାଟଣା,୧୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିର ବିଭିନ୍ନ ବ୍ଲକରେ ଗୁରୁବାର ଠାରୁ ଲଗାଣ ବର୍ଷା ଜାରି ରହିଛି। ଯାହାଫଳରେ ଗରମ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଥିବାବେଳେ ଖରିଫ ଚାଷ ପାଇଁ…

ବୁଣାକାର ପରିବାରର ପୁଅଙ୍କ ବଡ଼ ସଫଳତା: ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ପାଇ ଆଣିଲେ ଗୌରବ

ଅମରପାଲି, ୧୮।୭ (ପୀତାମ୍ବର ସାହୁ) : ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ପଞ୍ଚାୟତର ଆମ୍ବଶରଭଟା ଗ୍ରାମର ଯତୀନ ମେହେର ନିଟ୍‌ ୟୁଜି ପ୍ରବେଶିକା ପରୀକ୍ଷାରେ…

ଅନଶନସ୍ଥଳରୁ ସୋନମ ୱାଙ୍ଗଚୁକଙ୍କୁ ହଟାଇ କାହିଁକି ହସ୍ପିଟାଲ ପଠାଇଲା ଦିଲ୍ଲୀ ପୋଲିସ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୮।୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ଶନିବାର ସକାଳେ ଦିଲ୍ଲୀ ପୋଲିସ ଜନ୍ତର-ମନ୍ତରରୁ ହଟାଇ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛି। ଏହା ସହିତ କକ୍‌ରୋଚ ଜନତା ପାର୍ଟି (ସିଜେପି)ର…

ଫାଇନାଲ ଦେଖିବାକୁ ଯିିବେନି ଆର୍ଜେଣ୍ଟିନା ରାଷ୍ଟ୍ରପତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବୁଏନ୍ସ ଏରିଜ, ୧୭ା୭ (ଏପି):ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱକପ୍‌ ଫାଇନାଲ…

ନିୟମ ମାନିବାକୁ ପଛଘୁଞ୍ଚା

ସରକାରମାନେ ଆଇନର ଶାସନ ବିଷୟରେ କହୁଥିଲେ ମଧ୍ୟ ନିଜେ ତାହାକୁ ମାନିବାକୁ ପଛଘୁଞ୍ଚା ଦେଇଥାନ୍ତି। ଖାଦ୍ୟ ମନ୍ତ୍ରଣାଳୟ ଦ୍ୱାରା ଏଫ୍‌ସିଆଇର ଜଣେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ନିଲମ୍ବନ ଆଦେଶକୁ…

ନିଟ୍‌ ପ୍ରବେଶିକା ପରୀକ୍ଷାରେ ସ୍ବରୂପା ପ୍ରିୟଦର୍ଶିନୀଙ୍କ ବଡ଼ ସଫଳତା: ୧୫ରୁ ୧୬ ଘଣ୍ଟା ପଢି…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନିକଟସ୍ଥ ନୂଆଁପଡ଼ା ଗ୍ରାମର ସ୍ବରୂପା ପ୍ରିୟଦର୍ଶିନୀ ମିଶ୍ର ଚଳିତ ବର୍ଷର ନିଟ୍‌ ପ୍ରବେଶିକା…

ବିନା କୋଚିଂରେ ପ୍ରଥମ ପ୍ରୟାସରେ ନିଟ୍‌ରେ କମାଲ କଲେ ଅନୁତ୍ତମ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ

ସୋନପୁର ୧୮।୭ (ମୃତ୍ୟୁଞ୍ଜୟ ଶତପଥୀ): ଜାତୀୟସ୍ତରର ପ୍ରତିଷ୍ଠିତ ନିଟ୍‌ ପ୍ରବେଶିକା ପରୀକ୍ଷାରେ ସୋନପୁର ଗଡ଼ଭିତର ଅଞ୍ଚଳର ଛାତ୍ର ଅନୁତ୍ତମ ପାଣିଗ୍ରାହୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସମୁଦାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri