Posted inଜାତୀୟ

ସୋନମ ୱାଙ୍ଗଚୁକଙ୍କୁ ହଟାଇବା ପରେ ଜନ୍ତର-ମନ୍ତରରେ ଅନଶନରେ ବସିଲେ ଅଭିଜିତ ଦୀପକେ; ମଞ୍ଚ ଉପରେ ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୧୮।୭: ଦିଲ୍ଲୀ ପୋଲିସ ସୋନମ ୱାଙ୍ଗଚୁକଙ୍କୁ ଜନ୍ତର-ମନ୍ତରରୁ ହଟାଇ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରିଛି, ଯେଉଁଠାରେ ତାଙ୍କର ଚିକିତ୍ସା ଚାଲିଛି। ପୋଲିସର ଏହି କାର୍ଯ୍ୟାନୁଷ୍ଠାନ ପରେ କାକ୍ରୋଚ ଜନତା ପାର୍ଟି (CJP)ର ମୁଖ୍ୟ ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହିଁ ଅନଶନରେ ବସିଯାଇଛନ୍ତି। ଆନ୍ଦୋଳନ ମଞ୍ଚରେ ବସିଥିବା ସମୟରେ ଦୀପକେ ହଠାତ୍‌ ଭାବୁକ ହୋଇ କାନ୍ଦି ପକାଇଥିଲେ। ସିଜେପି ମୁଖ୍ୟ ମଞ୍ଚ ଉପରେ ଭାବୁକ ହେବାର ଭିଡିଓ ଏବେ ସାମ୍ନାକୁ ଆସିଛି।

ଏହି ଅବସରରେ କାକ୍ରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ସଭାପତି ଅଭିଜିତ ଦୀପକେ କହିଛନ୍ତି, “ମୁଁ ଆଜିଠାରୁ ମୋର ଅର୍ନିଦ୍ଦିଷ୍ଟ କାଳ ପାଇଁ ଅନଶନ ଆରମ୍ଭ କରୁଛି। ମୁଁ ସମସ୍ତଙ୍କୁ ଅପିଲ କରୁଛି ଯେ ସେମାନେ ଯେମିତି ପଛକୁ ନ ହଟନ୍ତୁ। ଏହି ଆନ୍ଦୋଳନ ଆହୁରି ବଡ଼ ହେବ। ସେମାନେ (ପୋଲିସ/ପ୍ରଶାସନ) ବହୁତ ବଡ଼ ଭୁଲ କରିଛନ୍ତି। ମୁଁ ସମସ୍ତଙ୍କୁ ଜନ୍ତର-ମନ୍ତର ଆସିବାକୁ ଅନୁରୋଧ କରୁଛି। ଆମର ଆନ୍ଦୋଳନ ଏଠାରୁ ଜାରି ରହିବ ଏବଂ ଆମେ ୨୦ ଜୁଲାଇରେ ହେବାକୁ ଥିବା ମାର୍ଚ୍ଚ ସହ ଆଗକୁ ବଢ଼ିବୁ।”

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri